ଆଖିବୁଜିଲେ ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ଜଲାଲ ଆଦେନି

ଭୁବନେଶ୍ୱର, ୨୯।୩(ବ୍ୟୁରୋ): ଓଡ଼ିଶା ଫିଲ୍ମ ଇଣ୍ଡଷ୍ଟ୍ରିର ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ଜଲାଲ ଆଦେନିଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ଆଦେନିଙ୍କର କଟକ ବାସଭବନରେ ହୃଦ୍‌ଘାତରେ ପରଲୋକ ଘଟିଥିବା ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।
ଆଦେନି ଏକାଧାରରେ ଜଣେ ପ୍ରୟୋଜକ, ସଙ୍ଗୀତ ନିର୍ଦ୍ଦେଶକ, ଗାୟକ, ଗୀତିକାର, ଅଭିନେତା ଓ ଚଳଚ୍ଚିତ୍ର ନିର୍ଦ୍ଦେଶକ ଥିଲେ। ‘ଅନୁତାପ’ ସହ ଅନେକ ଓଡ଼ିଆ ହିଟ ଫିଲ୍ମର ସଙ୍ଗୀତ ନିର୍ଦ୍ଦେଶକ ଦେଇଥିଲେ। ନିଦ ଭରା ରାତି ମଧୁଝରା ପ୍ରୀତି, ନୁପୁର କାହିଁକି ଆଜି ବାନ୍ଧିଲି, ମୁଁ ତୁମକୁ ଭଲ ପାଏ, ରୁଷିଛି ଅଭିମାନିତୀ ଭଳି ଅନେକ ଲୋକପ୍ରିୟ ଗୀତର ସେ ସଂଗୀତ ନିର୍ଦ୍ଦେଶକ ଥିଲେ। ୧୯୭୬ ମସିହାର ‘ହୀରା ମୋତି ମାଣିକ’ ଫିଲ୍ମର ନିର୍ଦ୍ଦେଶନା ସେ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri