ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୭୦.୫୩ %

ଭୁବନେଶ୍ୱର:  ଦେଶର ବିଭିନ୍ନ ବର୍ଗର ଶିଳ୍ପ ଶ୍ରମିକଙ୍କ ପାଇଁ ସର୍ବଭାରତୀୟ ଖାଉଟି ମୂଲ୍ୟସୂଚୀ ବୁଧବାର ପ୍ରକାଶ ପାଇଛି। ଏହି ସୂଚୀ ଅନୁସାରେ ୨୦୨୧ ଜାନୁୟାରୀରେ ଏହା ୧୧୮.୨ ପଏଣ୍ଟ ରହିଥିଲା। ଫେବୃୟାରୀରେ ଏହା ୦.୮% ବୃଦ୍ଧି ପାଇ ୧୧୯.୦ ପଏଣ୍ଟରେ ରହିଛି। ସେହିଭଳି ଓଡ଼ିଶାର ତାଳଚେର ଓ ଅନୁଗୋଳରେ ମଧ୍ୟ ଏହା ୧୨୫.୪ ପଏଣ୍ଟରେ ଥିବା ବେଳେ ଫେବୃୟାରୀ ଏହା ୧.୦ ପଏଣ୍ଟ ବଢି ୧୨୬.୪ ପଏଣ୍ଟ ହୋଇଛି। ସେହିପରି କଟକରେ ମଧ୍ୟ ୧୨୪.୬ ଥିଲା ବେଳେ ଏହା ୧.୭ ପଏଣ୍ଟ ବୃଦ୍ଧି ଘଟି ଫେବୃୟାରୀରେ ୧୨୬.୩ ପଏଣ୍ଟରେ ପହଞ୍ଚତ୍ଛି। କେନ୍ଦୁଝରରେ ମଧ୍ୟ ଏହା ୧୨୪.୮ ପଏଣ୍ଟରେ ରହିଥିଲା। ଫେବୃୟାରୀରେ ଏହା ୦.୭ ପଏଣ୍ଟ ବଢି ୧୨୫.୫ ପଏଣ୍ଟ ହୋଇଛି।
ଅନ୍ୟପକ୍ଷରେ ରାଷ୍ଟ୍ରାୟତ୍ତ ଉଦ୍ୟୋଗର କର୍ମଚାରୀମାନେ ବର୍ତ୍ତମାନ ୧୭୧.୬% ଭତ୍ତା ପାଉଛନ୍ତି। ବର୍ତ୍ତମାନ ଏହା ୧.୦୭% କମି ୧୭୦.୫୩% ରେ ପହଞ୍ଚତ୍ଛି। ଏହି ରାଶିକୁ ସେମାନେ ଏପ୍ରିଲ ପହିଲାରୁ ପାଇପାରିବେ ବୋଲି ସୂଚନା ମିଳିଛି। ବର୍ତ୍ତମାନ ସମୟରେ ବ୍ୟାଙ୍କ କର୍ମଚାରୀମାନେ ୮୫.୨% ଭତ୍ତା ପାଉଛନ୍ତି। ଏହି ଭତ୍ତା ସଂଶୋଧିତ ହାର ଅନୁସାରେ ୨୫.୪୧% ମେ’ପହିଲା ଠାରୁ ପାଇବେ ବୋଲି ଜଣାପଡ଼ିଛି। ବୀମା କର୍ମଚାରୀମାନେ ମଧ୍ୟ ବର୍ତ୍ତମାନ ସମୟରେ ୭୮.୫% ପାଉଥିବା ବେଳେ ଏହା ୧.୦୭% ହ୍ରାସ ପାଇଛି। ଫଳରେ ସେମାନେ ୭୭.୪୩% ମେ ପହିଲାରୁ ପାଇପାରିବେ। ସରକାରୀ କର୍ମଚାରୀ ବର୍ତ୍ତମାନ ସମୟରେ ୧୭% ଭତ୍ତା ପାଉଛନ୍ତି। ଏହା ଆଉ ୧୪% ବୃଦ୍ଧି ପାଇ ୩୧% ହୋଇଛି। ଏହି ବୃଦ୍ଧି ପରିମାଣ ରାଶିକୁ ସେମାନଙ୍କୁ ୨୦୨୦ ଜାନୁୟାରୀରେ ୪%, ୨୦୨୦ ଜୁଲାଇରୁ ୩% ଏବଂ ୨୦୨୧ ଜାନୁୟାରୀରେ ୪% ଏବଂ ଜୁଲାଇରେ ବଳକା ୩ % ମିଳିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

ଗ୍ରାହକଙ୍କୁ ଆଶ୍ୱସ୍ତି: ୧୨ ହଜାର କମିଲା ସୁନା ଦର

ନୂଆଦିଲ୍ଲୀ,୨୦।୧୨: ରେକର୍ଡ ବୃଦ୍ଧି ପରେ, ଭାରତରେ ୨୪-କ୍ୟାରେଟ, ୨୨-କ୍ୟାରେଟ ଏବଂ ୧୮-କ୍ୟାରେଟ ସୁନାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ସପ୍ତାହରେ ୧୦ ଗ୍ରାମ ୨୪-କ୍ୟାରେଟ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri