Posted inଜାତୀୟ

ଅନ୍ୟ ଧର୍ମର ମହିଳାଙ୍କ ସହ ବୁଲିବାରୁ ଯୁବକଙ୍କୁ ଛୁରା ମାଡ଼

ବେଙ୍ଗାଲୁରୁ, ୨।୪ : ଅନ୍ୟ ଧର୍ମର ଯୁବତୀଙ୍କ ସହ ବସରେ ବୁଲିବାରୁ କର୍ନାଟକର ମାଙ୍ଗାଲୁରୁରେ ଜଣେ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ କରାଯାଇଛି। ଗୁରୁବାର ରାତି ପ୍ରାୟ ୯ଟା ୩୦ରେ ମାଙ୍ଗାଲୁରୁ ସହରର ଉପକଣ୍ଠରେ ଏକ ବସକୁ ଅଟକାଇ ଦେଇଥିଲେ କିଛି ଦୁର୍ବୃତ୍ତ। ଉକ୍ତ ବସରେ ଥିବା ଦୁଇ ବନ୍ଧୁଙ୍କୁ ବସରୁ ଘୋଷାଡ଼ି ଆଣିବା ପରେ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଯୁବକଙ୍କୁ ବଞ୍ଚାଇବାକୁ ଯାଇ ଆହତ ହୋଇଥିଲେ ଅନ୍ୟ ଧର୍ମର ଯୁବତୀ।

ଏହି ଘଟଣାରେ ୭ରୁ ୮ ଜଣଙ୍କୁ ଗିରଫ କରିଛି ପୋଲିସ। ଘଟଣାରେ ସମ୍ପୃକ୍ତ ଥିବା ବଜରଙ୍ଗି ଦଳର ୪ ଜଣଙ୍କୁ ଶୀଘ୍ର ଗିରଫ କରାଯିବ। ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯିବା ସହ ତାଙ୍କ ଜଙ୍ଘ ପାଖରେ ଛୁରା ଘାତ୍‌ କରାଯାଇଛି। ତାଙ୍କ ଅବସ୍ଥା ବର୍ତ୍ତମାନ ଠିକ୍‌ ଅଛି ବୋଲି ମାଙ୍ଗାଲୁରୁ ପୋଲିସ କମିଶନର ଶଶି କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ଆରମ୍ଭରୁ ଆମେରିକାକୁ ବଡ଼ ଝଟକା ଦେଲା ଏହି ୨ ଦେଶ, ଟ୍ରମ୍ପଙ୍କ ନିଦ ହଜିଲା…

ଓ୍ବାଶିଂଟନ୍‌,୧।୧: ନୂତନ ବର୍ଷର ପ୍ରଥମ ଦିନରେ ଆମେରିକା ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଦୁଇଟି ଦେଶ ଆମେରିକୀୟ ନାଗରିକଙ୍କୁ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri