Posted inଫୁରସତ

ମଝି ଆକାଶରେ ଉଡ଼ି ସମ୍ପର୍କ ରଖିଲେ ପ୍ରେମୀଯୁଗଳ, ପରେ ଘଟିଲା ଏମିତି…

ପାରାଚ୍ୟୁଟ ସାହାଯ୍ୟରେ ଆକାଶରେ ଉଡ଼ିବା କଥା ସମସ୍ତେ ଜାଣନ୍ତି। ମାତ୍ର ଏଥର ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ପ୍ରେମୀଯୁଗଳ ମଝି ଆକାଶରେ ସମ୍ପର୍କ ରଖିବା ମହଙ୍ଗା ପଡ଼ିଛି। ଫଳରେ ଉଭୟଙ୍କୁ ଡାକ୍ତରଖାନା ଯିବାକୁ ପଡ଼ିଛି।

ଏକ ରିପୋର୍ଟ ଅନୁଯାୟୀ, ଏହି ପ୍ରେମୀଯୁଗଳ ଆକାଶରେ ସ୍କାଏ ଡାଇଭିଂ କରୁଥିଲେ। ଏମାନେ ନିଜେ ଏହି କଥା ପ୍ରକାଶ କରିଛନ୍ତି। ଯେତେବେଳେ ତାଙ୍କ ପାରାଚ୍ୟୁଟ୍‌ ଖୋଲିଲା ନାହିଁ ଏବଂ ଶେଷରେ ତାଙ୍କୁ ଡାକ୍ତରଖାନା ଯିବାକୁ ପଡ଼ିଲା।

ବ୍ରିଟେନସ୍ଥିତ ଟିଏଏସିର ଏକ ସାକ୍ଷାତକାରରେ ଓ୍ବିଲିୟମ ଏବଂ ଲେସ୍‌ଲି ଏହି ଘଟଣା ବିଷୟରେ କହିଥିଲେ। ସେମାନେ କହିଥିଲେ, ଆମେ ବର୍ଷେରୁ ଅଧିକ ହେବ ଏକାଠି ରହିଆସୁଛୁ। ଆମେ ଏହି ଉଚ୍ଚ ବିପଦପୂର୍ଣ୍ଣ ଖେଳରେ ଭାଗ ନେବାକୁ ସ୍ଥିର କରିଥିଲୁ।

ଓ୍ବିଲିୟମ କୁହନ୍ତି ଯେ, ସେ ଲେସ୍‌ଲିଙ୍କୁ ଖୁବ୍‌ ଭଲ ପାଆନ୍ତି। ସେ ବି ତାଙ୍କୁ ଖୁବ୍‌ ଭଲ ପାଆନ୍ତି। ତେଣୁ ଆମେ ଦୁଇଜଣ ସ୍କାଏ ଡାଇଭିଂ କରିବାକୁ ନିଷ୍ପତ୍ତି ନେଇଥିଲୁ। ଯେତେବେଳେ ଉଭୟ ଏହି ସ୍କାଏ ଡାଇଭ୍‌ରେ ଭାଗ ନେଲୁ ବିମାନରେ ପରସ୍ପରକୁ ଚୁମ୍ପନ ଦେଇଥିଲୁ। ଫଳରେ ପାରାଚ୍ୟୁଟ୍‌ରୁ ତଳକୁ ଖସିପଡ଼ିଥିଲେ। ଏଥିରେ ଓ୍ବିଲିୟମଙ୍କ ନାକର ହାଡ଼ ଭାଙ୍ଗିବା ସହ ଅଣ୍ଟା ମାଡ଼ ହୋଇଥିଲା। ଲେସ୍‌ଲି ମଧ୍ୟ ଗୁରୁତର ଭାବେ ଆହତ ହୋଇଥିଲେ। ଫଳରେ ଉଭୟଙ୍କୁ ହସ୍ପିଟାଲ ଯିବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

ସ୍ଥାନୀୟ ପ୍ରଶାସନକୁ କଥା ଦେଇ କଥା ରଖିଲାନି ଠିକାସଂସ୍ଥା: ମରାମତି ନୋହିଲା ଷ୍ଟ୍ରିଟ୍‌ ଲାଇଟ୍‌, ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଆଉ କିଛି ଦିନ ପରେ ପାଳିବ ଶୀତ ମହୋତ୍ସବ। ଏଥିପାଇଁ ପ୍ରଶାସନ ପକ୍ଷରୁ...

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ।...

ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ଚଢ଼ିଗଲା ପିତ୍ତ: ରାସ୍ତା ମଝିରେ କଲେ…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ପିତ୍ତ ଚଢ଼ିଗଲା। ରାସ୍ତା ମଝିରେ ପ୍ରେମିକାଙ୍କୁ ଗୋଡ଼ାଇ ପିଟିଲେ। ଏଭଳି ଘଟଣା ଇନ୍‌ଫୋଭ୍ୟାଲି ଥାନା ପିତାପଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri