ଅଧ୍ୟାପକଙ୍କୁ କରୋନା: ୩ ଦିନ କଲେଜ ବନ୍ଦ

ବୁଗୁଡ଼ା,୩ା୪: ବୁଗୁଡ଼ା ବ୍ଲକ ବାଲିପଦର ଆଞ୍ଚଳିକ ମହାବିଦ୍ୟାଳୟର ଜଣେ ଅଧ୍ୟାପକ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ମହାବିଦ୍ୟାଳୟକୁ ଶନିବାରଠାରୁ ୩ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ରବିବାରଠାରୁ କଲେଜର ସମସ୍ତ କକ୍ଷ ସାନିଟାଇଜ୍‌ କରିବା ପାଇଁ କ୍ୟାମ୍ପସ୍‌ ୩ ଦିନ ବନ୍ଦ ରଖିବାକୁ ବୁଗୁଡା ବିଡିଓ ତନ୍ମୟ ପାତ୍ର ପରାମର୍ଶ ଦେଇଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ଅଧ୍ୟାପକ ଜଣକ ଗତ ୨୬ ତାରିଖରୁ ଛୁଟିରେ ଥିଲେ। କୋଭିଡ୍‌ ଟେଷ୍ଟ ପରେ ଏପ୍ରିଲ ୧ ରେ ରିପୋର୍ଟ ପଜିଟିଭ ଆସିଥିଲା। ଏନେଇ କଲେଜ କର୍ତ୍ତୃପକ୍ଷ ଉପଜିଲାପାଳ, ତହସିଲଦାର ଓ ବିଡିଓଙ୍କୁ ଅବଗତ କରାଇଥିଲେ। ଅଧ୍ୟକ୍ଷଙ୍କ ସମେତ କଲେଜର ସମସ୍ତ କର୍ମଚାରୀଙ୍କୁ ଆଣ୍ଟିଜେନ୍‌ ଟେଷ୍ଟ କରିବାକୁ ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବି ବଞ୍ଚିଛି ଗୁରୁ ଶିଷ୍ୟ ପରମ୍ପରା

ମହାକାଳପଡ଼ା,୧୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଭାରତୀୟ ବିଭିନ୍ନ ଧାର୍ମିକ ସଂସ୍କୃତି ପରମ୍ପରା ଖୁବ୍‌ ପ୍ରାଚୀନ କାଳରୁ ରହିଆସିଛି। ପାଶ୍ଚାତ୍ୟ ଧର୍ମ ଭିନ୍ନ ଥିବାବେଳେ ଭାରତୀୟ ଧାର୍ମିକ ସଂସ୍କୃତି...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri