ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର

ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର ରାତିରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଆମ୍ବରଳି…

ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ…

ବରଗଡ଼ ସର୍କିଟ୍‌ ହାଉସ୍‌ରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସମୀକ୍ଷା : ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କଲେ ମନ୍ତ୍ରୀ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ ଦିନ ବିତିଯାଇଛି। ହେଲେ ଧାନ ବିକ୍ରିବଟାରେ ଚାଷୀମାନେ ବିଭିନ୍ନ ସମସ୍ୟାର ସମାଧାନ ହେଉଛନ୍ତି। ଅ୍ଯଯପଟେ ମିଲର୍ସଙ୍କ ଗୋଦାମ…

ବହୁ ଖୋଜାଖୋଜି ପରେ ମିଳିଲା ବୃଦ୍ଧାଙ୍କ ମୃତଦେହ

ପାଟଣା,୨୩।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦହିବାହାଳୀ ଗ୍ରାମ ପୋଖରୀକୁ ଶୁକ୍ରବାର ସାରେ ଜଣେ ୬୫ବର୍ଷୀୟ ବୃଦ୍ଧ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ। ରାତିରେ ପାଟଣା ଅଗ୍ନିଶମବାହିନୀ ପୋଖରୀରେ ପହଞ୍ଚି ଖୋଜାଖୋଜି…

ଏଲୋନ ମସ୍କଙ୍କ ଉପରେ ଗୁପ୍ତଚର କରୁଥିଲା କି ଚାଇନା? ୱେଟର ଭାବରେ ପହଞ୍ଚିଲେ ‘ଡ୍ରାଗନ’ର ସୁନ୍ଦରୀ ଏଜେଣ୍ଟ

ବେଜିଂ,୨୩।୫: ଚାଇନା ଦୀର୍ଘ ଦିନ ଧରି ଅନ୍ୟ ଦେଶରେ ଗୁପ୍ତଚର କାର୍ଯ୍ୟ କରୁଥିବା ଅଭିଯୋଗର ସମ୍ମୁଖୀନ ହୋଇଆସୁଛି। ଏବେ ଏହି ତାଲିକାରେ ଏକ ନୂତନ ଅଭିଯୋଗ ଯୋଡି ହୋଇଛି। ଜଣେ ସ୍ବାଧୀନ ବ୍ଲଗର ଜେନିଫର…

ମା’ ନୁହେଁ, ପ୍ରଶଂସା ସାଉଁଟିଲେ ଆରାଧ୍ୟା

ଶେଷରେ ପୂର୍ବତନ ମିସ ୱାଲର୍‌ଡ ଐଶ୍ୱର୍ଯ୍ୟା ରାୟଙ୍କ କାନ୍ସ ୨୦୨୬ ଲୁକର ଫଟୋ ଆସିଛି। ଐଶ୍‌ ରେଡ କାର୍ପେଟରେ ଗୋଲାପୀ ଗାଉନ ଲୁକ ସହିତ ସମସ୍ତଙ୍କ ହୃଦୟ ଜିତିଛନ୍ତି। କିନ୍ତୁ ସମସ୍ତଙ୍କ ନଜର ତାଙ୍କ…

ପାକିସ୍ତାନରେ ୬ଟଙ୍କା କମିଲା ପେଟ୍ରୋଲ, ହେଲେ ଭାରତରେ ବଢିଗଲା ଦର

ଇସଲାମବାଦ,୨୩।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ଏବଂ ଅଶୋଧିତ ତୈଳ (Crude Oil) ଉପରେ ଥିବା ଚାପ ମଧ୍ୟରେ ପଡ଼ୋଶୀ ଦେଶ ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ପାକିସ୍ତାନ ସରକାର ଗ୍ରାହକଙ୍କୁ ଆଶ୍ୱସ୍ତି ଦେଇ…

୫୧,୦୦୦ରୁ ଅଧିକ ଯୁବତୀଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି: ଆଗାମୀ ବର୍ଷଗୁଡ଼ିକରେ…

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ମୋଦି ୫୧,୦୦୦ରୁ ଅଧିକ ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୯ତମ ‘ରୋଜଗାର ମେଳା’ (ନିଯୁକ୍ତି ମେଳା)ରେ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ସେ ବିଭିନ୍ନ ସରକାରୀ ବିଭାଗ ଏବଂ…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଉଭୟଙ୍କ ମଧ୍ୟରେ ଝଗଡା କୋହଲି ବ୍ୟାଟିଂ କରୁଥିବାବେଳେ ହୋଇଥିଲା। ମ୍ୟାଚ…

ସକାଳୁ ସକାଳୁ ବଡ଼ ଝଟକା! ପୁଣି ବଢ଼ିଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୨୩।୫: ମେ ୨୩ ତାରିଖରୁ ନୂତନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା ବୃଦ୍ଧି ପାଇଛି। ମେ ୧୯ ତାରିଖରେ ପେଟ୍ରୋଲ ମୂଲ୍ୟ ୮୭ ପଇସା ଏବଂ…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି। ବିଶେଷକରି ଡିଜିଟାଲ ଇକୋନୋମୀ ଜାତୀୟ ଅର୍ଥନୀତିର ପ୍ରମୁଖ ଆଧାର ହୋଇଛି। ଏହିକ୍ରମରେ ଭାରତ…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।  ଆସନ୍ତା ୬ ମାସ ପାଇଁ ଶକ୍ତି…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ ପହଞ୍ଚିଛନ୍ତି। ଏହାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ,…

OBC ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ: ଯଦି ମାତାପିତା ଆଇଏଏସ ଅଧିକାରୀ ତେବେ…

ନୂଆଦିଲ୍ଲୀ,୨୨।୫: ସୁପ୍ରିମକୋର୍ଟ ଓବିସି ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି କରିଛନ୍ତି। କୋର୍ଟ ଟିପ୍ପଣୀ କରିଛନ୍ତି ଯେ, ଯଦି ମାତାପିତା ଆଇଏଏସ ଅଧିକାରୀ, ତେବେ ସେମାନେ କାହିଁକି ସଂରକ୍ଷଣ ପାଇବାକୁ ହକଦାର ହେବେ। ପଛୁଆ ବର୍ଗ ମଧ୍ୟରେ ‘କ୍ରିମି ଲେୟାର’…

୨୪ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା: ଏହି ଦିନ ହେବ ଭୋଟିଂ

ନୂଆଦିଲ୍ଲୀ,୨୨।୫: ଜୁନ-ଜୁଲାଇରେ ଖାଲି ପଡୁଥିବା ୨୪ଟି ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଏହା ସହିତ ମହାରାଷ୍ଟ୍ର ଏବଂ ତାମିଲନାଡୁର ଦୁଇଟି ରାଜ୍ୟ ସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଜୁନ ୧୮ରେ…

ଇନ୍‌ଷ୍ଟାଗ୍ରାମରେ ଭାଜପାକୁ ପଛରେ ପକାଇଲା ‘କକ୍‌ରୋଚ ଜନତା ପାର୍ଟି’: ନୂଆ ଆକାଉଣ୍ଟ ସହ ଫେରିଲେ ପ୍ରତିଷ୍ଠାତା

ନୂଆଦିଲ୍ଲୀ,୨୨ା୫(ପି.ଟି.):ସୋସିଆଲ ମିଡିଆରେ ହଲଚଲ ସୃଷ୍ଟି କରିଥିବା ବ୍ୟଙ୍ଗାତ୍ମକ ଡିଜିଟାଲ ଆନ୍ଦୋଳନ ‘କକ୍‌ରୋଚ ଜନତା ପାର୍ଟି’ (ସିଜେପି) ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର ଏହି ପାର୍ଟିର ଅଫିସିଆଲ ‘X’ ଆକାଉଣ୍ଟକୁ ଭାରତରେ ପ୍ରତିବନ୍ଧିତ କରାଯାଇଛି। ତେବେ ଏହି ଡିଜିଟାଲ କାର୍ଯ୍ୟାନୁଷ୍ଠାନର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri