ରାଜଧାନୀରେ ନାଇଟ୍‌ କର୍ଫ୍ୟୁ

ନୂଆଦିଲ୍ଲୀ,୬।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେରିଓ୍ବାଲ ରାଜଧାନୀରେ ନାଇଟ୍‌ କର୍ଫ୍ୟୁ ଜାରି ଲାଗି ନିର୍ଦ୍ଦେଶ ଦେଇଛନ୍ତି। ରାତ୍ର ୧୦ରୁ ଭୋର୍‌ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଲାଗୁ ହେବ। କର୍ଫ୍ୟୁ ମଙ୍ଗଳବାର ରାତ୍ରରୁ ଆରମ୍ଭ ହେବ। ଏହା ଏପ୍ରିଲ୍‌ ୩୦ ପର୍ଯ୍ୟନ୍ତ ଜାରି ରହିବ। ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କ ପ୍ରସ୍ତାବକୁ ଲ୍ୟୁଟନାଟ୍‌ ଗଭର୍ନର ଅନୀଲ ବୈଜାଲ ମଞ୍ଜୁରୀ ଦେବାପରେ କର୍ଫ୍ୟୁ ଲାଗୁ ହେବା ନେଇ ଘୋଷଣା କରାଯାଇଛି। ନାଇଟ୍‌ କର୍ଫ୍ୟୁ ସମୟରେ ଜରୁରୀକାଳୀନ ସେବାଗୁଡ଼ିକ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri