୭ ପାନ୍ଥିକା, ପାନ୍ଥ ନିବାସକୁ ଲିଜ୍‌ରେ ନେବ ଘରୋଇ ସଂସ୍ଥା

ଭୁବନେଶ୍ୱର,୮ା୪(ବ୍ୟୁରୋ): ରାଜ୍ୟ ସରକାର ପର୍ଯ୍ୟଟନ ବିଭାଗର ୭ଟି ସ୍ଥାନରେ ଥିବା ପାନ୍ଥନିବାସ, ଯାତ୍ରୀ ନିବାସ ଗୁଡିକୁ ଘରୋଇ ସଂସ୍ଥାକୁ ଲିଜରେ ଦେବାକୁ ନିଷ୍ପତ୍ତି ନେଇଛି। ସେଗୁଡିକ ହେଲା ସାତପଡାରେ ଥିବା ଯାତ୍ରୀ ନିବାସ, ଝାସୁଗୁଡାର ଟିଆରସି, ପଞ୍ଚଲିଙ୍ଗେଶ୍ୱର ପାନ୍ଥନିବାସ, କୋଣାର୍କ ଯାତ୍ରୀ ନିବାସ, ଦାରିଙ୍ଗିବାଡି ଟୁରିଷ୍ଟ କମ୍ପ୍ଲେକ୍ସ, ପାରଳାଖେମୁଣ୍ଡିର ବିଏନ କମ୍ପ୍ଲେକ୍ସ ଏବଂ ଧଉଳି ପାନ୍ଥିକା। ଏସବୁ ପର୍ଯ୍ୟଟନ ବିଭାଗ ସମ୍ପତ୍ତିର ରକ୍ଷଣାବେକ୍ଷଣ, ପରିଚାଳନା ଓ ବିକାଶ ପାଇଁ ସରକାରୀ ଘରୋଇ ଭାଗିଦାଦୀ(ପିପିପି) ମୋଡରେ ପ୍ରଦାନ କରାଯିବ। ପର୍ଯ୍ୟଟନ ବିଭାଗ ପକ୍ଷରୁ ନିକଟରେ ଏ ନେଇ ଏକ ଟେଣ୍ଡର ଆହ୍ବାନ କରାଯାଇଥିଲା। ଟେଣ୍ଡର ପାଇଥିବା ସଂସ୍ଥାକୁ ଏସବୁକୁ ୩୦ ବର୍ଷ ଲାଗି ଲିଜ୍‌ ପ୍ରଦାନ କରାଯିବ। ପାନ୍ଥିକା ଓ ପାନ୍ଥନିବାସଗୁଡିକୁ ଲିଜ ଦେବା ପରେ ସେଗୁଡିକର ପୁନଃ ନବୀକରଣ, ପରିଚାଳନା, ରକ୍ଷଣାବେକ୍ଷଣ ଆଦି ଲିଜ ନେଇଥିବା ସଂସ୍ଥା କରିବେ। ପ୍ରଥମ ବର୍ଷ ସମ୍ପୃକ୍ତ ସଂସ୍ଥା ଚୁକ୍ତି କରିବା ବେଳେ ଭଡ଼ା ଦେବେ। ପରବର୍ତ୍ତୀ ବର୍ଷ ଆରମ୍ଭର ୭ଦିନ ମଧ୍ୟରେ ବାର୍ଷିକ ଅର୍ଥ ପ୍ରଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri