Odisha Elections 2024

ରୁଦ୍ରଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ଭଉଣୀ

ଭୁବନେଶ୍ୱର,୮।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନ ପ୍ରଚାର ସେତିକି ଜମୁଛି। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ନିଜ ପାଇଁ ଭୋଟ ଭିକ୍ଷା କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଗୁରୁବାର ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି ପ୍ରଦୀପ ମହାରଥୀଙ୍କ ଝିଅ ପଲ୍ଲବୀ ଏବଂ ଜ୍ୱାଇଁ ଅର୍ଦ୍ଧେନ୍ଦୁ। ଭାଇ ରୁଦ୍ରଙ୍କ ପାଇଁ ଘରକୁ ଘର ବୁଲି ଭୋଟ ମାଗୁଛନ୍ତି ପଲ୍ଲବୀ। ତେବେ ଏହି ମହାଯୁଦ୍ଧରେ କାହାର ଜିତାପଟ ହେଉଛି ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ପାଣ୍ଡିଆନ୍‌ଙ୍କୁ ତାମିଲନାଡୁ ପଠାଇବାକୁ ଅପିଲ୍ କଲେ ହିମନ୍ତ ବିଶ୍ବଶର୍ମା, ଟିକେଟ୍ କାଟିଲା ଭାଜପା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଜାରି ରହିଥିଲା ବେଳେ ରାଜନୈତିକ ବାତାବରଣ ଉଷ୍ମ ହେବାରେ ଲାଗିଛି। ଏହାରି ମଧ୍ୟରେ ବିଜେଡି ବରିଷ୍ଠ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri