Posted inଜାତୀୟ

ଟିକା ଅଭାବ ଏକ ଗୁରୁତର ପ୍ରସଙ୍ଗ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏପ୍ରିଲ ୧୧ରୁ ୧୪ ପର୍ଯ୍ୟନ୍ତ ଟିକା ଉତ୍ସବ ପାଳନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏହା ଉପରେ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, କରୋନା ବିରୋଧରେ ଟିକା ଅଭାବ ଏକ ଗୁରୁତର ପ୍ରସଙ୍ଗ। ଏହା ଏକ ‘ଉତ୍ସବ’ ନୁହେଁ । ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଟାର୍ଗେଟ କରି ରାହୁଲ ଅନ୍ୟ ଦେଶକୁ ରପ୍ତାନି କରାଯାଉଥିବା ଟିକା ଡୋଜ ଉପରେ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି ଯେ ବଢୁଥିବା କରୋନା ସଙ୍କଟ ମଧ୍ୟରେ ଟିକା ଅଭାବ ଏକ ଉତ୍ସବ ନୁହେଁ, ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଦେଶବାସୀଙ୍କ ଜୀବନକୁ ବିପଦରେ ପକାଇ ଟିକା ରପ୍ତାନି କରିବା ଠିକ କି? କୌଣସି ଭେଦଭାବ ନକରି କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ସାହାଯ୍ୟ କରିବାକୁ ପଡ଼ିବ ବୋଲି ସେ କହିଛନ୍ତି। ମହାରାଷ୍ଟ୍ରର ଅନେକ ସ୍ଥାନରେ ଟିକା ଅଭାବ ହେବାର ଖବର ରହିଛି।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ ଏହି ଟିକା ଉତ୍ସବ ମାଧ୍ୟମରେ ଅଧିକରୁ ଅଧିକ ହିତାଧିକାରୀଙ୍କୁ ରାଜ୍ୟ ଟିକାକରଣ କରାଯିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri