୧୨ ଦିନ ହେବ ତୈଳଦର ସ୍ଥିର

ନୂଆଦିଲ୍ଲୀ,୧୨।୪: ତୈଳ ଦର ବୃଦ୍ଧିକୁ ନେଇ ସାଧାରଣ ଖାଉଟିଙ୍କ ଠାରୁ ଆରମ୍ଭ କରି ସଂସଦ ପର୍ଯ୍ୟନ୍ତ ବିଭିନ୍ନ ବର୍ଗର ଲୋକ ସରକାରକୁ ବିରୋଧ କରିବା ସହ ଅସନ୍ତୋଷ ଜାହିର କରିଥିଲେ। ଏପରିକି ତେଲ ଦର ବୃଦ୍ଧିକୁ ନେଇ ରାଜ୍ୟ ଠାରୁ ଦେଶ ପର୍ଯ୍ୟନ୍ତ ସବୁ ସ୍ଥାନରେ ବନ୍ଦ ଡାକାର ଓ ବିକ୍ଷୋଭ ମଧ୍ୟ ବିଭିନ୍ନ ଦଳ ଓ ସଙ୍ଗଠନ ପକ୍ଷରୁ କରାଯାଇଥିଲା। ଫଳରେ ହୁ ହୁ ବଢୁଥିବା ତେଲ ଦର କ୍ରମାଗତ ୧୨ ଦିନ ହେବ ଅପରିବର୍ତ୍ତିତ ରହିଛି। ଶେଷ ଥର ପାଇଁ ଗତ ମାର୍ଚ୍ଚ ୩୦ରେ ଦର ପରିବର୍ତ୍ତନ ହୋଇଥିଲା ଏବଂ ପ୍ରାୟ ଏକ ମାସରୁ ଉର୍ଦ୍ଧ୍ୱ ସମୟ ହେବ ତେଲ ଦର ବଢିନାହିଁ। ବିଭିନ୍ନ ରାଜ୍ୟରେ ବିଧାନ ସଭା ଜାରି ରହିଥିବାରୁ ଏଇ ନିକଟରେ କିଛି ପଇସା ତେଲ ଦର ଉପରେ ହ୍ରାସ ପାଇଥିଲା।
ଦେଶର ଅଗ୍ରଣୀ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ) ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ରବିବାର ଭୁବନେଶ୍ୱରର ତେଲ ଦର ପୂର୍ବଭଳି ସ୍ଥିର ରହିଛି। ଫଳରେ ଏଠାରେ ପେଟ୍ରୋଲ ଲିଟର ପିଛା ୯୧.୨୮ଟଙ୍କା ଥିଲା ବେଳେ ଡିଜେଲ ୮୮.୧୩ ଟଙ୍କାରେ ବିକ୍ରି ହେଉଛି। ସେହିଭଳି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୦.୫୬ ଟଙ୍କା ଏବଂ ଡିଜେଲ ୮୦.୮୭ ଟଙ୍କାରେ ରହିଛି। ସେହିପରି ଦେଶର ଅନ୍ୟ ପ୍ରମୁଖ ମେଟ୍ରୋ ସହର ଚେନ୍ନାଇ, କୋଲକତା ଏବଂ ମୁମ୍ବାଇ ଭଳି ସହରରେ ପେଟ୍ରୋଲ ଦର ଯଥାକ୍ରମେ ୯୨.୫୮ଟଙ୍କା, ୯୦.୭୭ ଟଙ୍କା ଏବଂ ୯୬ .୯୮ଟଙ୍କା ରହିଥିବା ଜଣାପଡିଛି। ଅନ୍ୟପକ୍ଷରେ ଏହି ସବୁ ମେଟ୍ରୋ ସହରର ଡିଜେଲ ଦର ୮୫.୮୮ଟଙ୍କା, ୮୩ ୭୫ ଟଙ୍କା ଏବଂ ୮୭.୯୬ ଟଙ୍କାରେ ବିକ୍ରି ହେଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌ର ଅନାବରଣ

ନୂଆଦିଲ୍ଲୀ, ୮।୫ (ଅଭୟ ଦାଶ): ବଜାଜ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌’ର ସର୍ବଭାରତୀୟ ଉନ୍ମୋଚନ...

ଇମାମିର ନୂତନ ଅଭିଯାନ

ନୂଆଦିଲ୍ଲୀ,୮।୫: ଦେଶର ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇମାମି ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଇମାମି ଲିମିଟେଡ୍‌ର ନୂତନ ଅଭିଯାନ ‘ଟେଲିଭିଜନ କମର୍ସିଆଲ ବା ଟିଭିସି’ର...

ଡଲାରର ସମର କଲେକ୍ସନ

ନୂଆଦିଲ୍ଲୀ,୮।୫: ଡଲାର ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ସମର କଲେକ୍ସନ ‘ନ୍ୟୁ ରେଞ୍ଜ ଅଫ୍‌ ସମର ଓ୍ବେର’ର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

ଜେଏସ୍‌ଏଲ୍‌ର ନୂଆ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୮।୫: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଅଗ୍ରଣୀ ଷ୍ଟେନ୍‌ଲେସ୍‌ ଇସ୍ପାତ ଉତ୍ପାଦନକାରୀ ‘ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ ବା ଜେଏସ୍‌ଏଲ୍‌’କୁ ନିକଟରେ ଆଉ ମାନ୍ୟତ୍ୟ ପ୍ରଦାନ...

ଖାଉଟିଙ୍କୁ ଘାରିଛି ଦରବୃଦ୍ଧି ଚିନ୍ତା

ଭୁବନେଶ୍ୱର,୮।୫(ଅନୁରାଧା ମହାରଣା): ଗତ କିଛି ମାସ ଧରି ଦେଶରେ ମୁଦ୍ରାସ୍ଫୀତିରେ ମନ୍ଥରତା ଦେଖାଦେଇଛି। ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ହାର ୯ ମାସ ମଧ୍ୟରେ ସର୍ବନିମ୍ନ ସ୍ତରକୁ...

ଟିପିସିଓଡିଏଲ୍‌ ପକ୍ଷରୁ ଟିଏମ୍‌ୟୁର ଶୁଭାରମ୍ଭ

ଭୁବନେଶ୍ୱର,୭।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ନୂତନ ଜ୍ଞାନକୌଶଳରେ...

ଅଗଷ୍ଟରେ ୪ଜି ସେବା ଆରମ୍ଭ କରିବ ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୭।୫ (ଅଭୟ ଦାଶ): ଚଳିତ ବର୍ଷ ଅଗଷ୍ଟରେ ଭାରତ ସଞ୍ଚାର ନିଗମ ଲିମିଟେଡ ବା ବିଏସ୍‌ଏନ୍‌ଏଲ୍‌ ୪ଜି ସେବା ଆନୁଷ୍ଠାନିକ ଭାବେ ସର୍ବଭାରତୀୟ ସ୍ତରରେ ଆରମ୍ଭ କରିବ...

ଏଇଏଲ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୭।୫: ଆଦାନି ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଆଦାନି ଏଣ୍ଟରପ୍ରାଇଜେସ୍‌ ଲିମିଟେଡ୍‌ (ଏଇଏଲ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri