Posted inଜାତୀୟ

ନଈକୁ ଖସିଲା ମିନି ବସ୍‌: ଭାସିଗଲେ ଯାତ୍ରୀ…

ଶ୍ରୀନଗର,୧୩।୪: ଜମ୍ମୁ-କଶ୍ମୀରର ଡୋଡା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ିଆ ରାସ୍ତାରେ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ମିନି ବସ୍‌ ନିୟନ୍ତ୍ରଣ ହରାଇ ନଈକୁ ଖସିପଡ଼ିଛି। ଏଥିରେ ୬ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ପହଞ୍ଚି ଆହତଙ୍କୁ ଉଦ୍ଧାରକରି ଜମ୍ମୁ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ମିନିବସ୍‌ଟି ଖସିପଡ଼ିବା ଦେଖି ସ୍ଥାନୀୟ ବାସିନ୍ଦା ଘଟଣାସ୍ଥଳରେ ପ୍ରଥମେ ଉଦ୍ଧାର କାର୍ଯ୍ୟ ଆରମ୍‌ କରିଥିଲେ। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ୧୨ଟି ରାଜ୍ୟ-କେନ୍ଦ୍ର ଅଞ୍ଚଳରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ରେକର୍ଡ ସୃଷ୍ଟି କରିବାକୁ ତୃତୀୟ...

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ: ମୋଦି-ଶାହା ଦେବେ ଭୋଟ

ନୂଆଦିଲ୍ଲୀ,୭।୫: ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୭ଟାରୁ...

ଓଡ଼ିଶାକୁ କେନ୍ଦ୍ରୀୟ ପାଣ୍ଠି ଯୋଗାଣ କମୁଛି କାହିଁକି? ମୋଦିଙ୍କ ଗସ୍ତକୁ ନେଇ କଂଗ୍ରେସର ପ୍ରଶ୍ନ

ନୂଆଦିଲ୍ଲୀ,୭ା୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାକୁ ନିର୍ବାଚନୀ ପ୍ରଚାରରେ ଆସିଥିବାବେଳେ ତାଙ୍କ ଗସ୍ତକୁ ନେଇ କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ...

୩ ଘଣ୍ଟାରେ ଫେକ୍‌ କଣ୍ଟେଣ୍ଟ ହଟାଅ:ରାଜନୈତିକ ଦଳଙ୍କୁ ଇସିଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୭ା୫(ପି.ଟି.):ନିର୍ବାଚନ ପ୍ରଚାର ବେଳେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ପ୍ରଯୁକ୍ତିର ଦୁରୁପଯୋଗ କରାଯାଇ ଡିପ୍‌ ଫେକ୍‌ ପ୍ରସ୍ତୁତ କରାଯିବା ଏବଂ ତଥ୍ୟକୁ ବିକୃତ କରାଯାଉଥିବାରୁ ନିର୍ବାଚନ କମିଶନ(ଇସି)...

ଆଜି ୯୩ ଆସନରେ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୭ା୫:ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ମତଦାନ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ...

ଘରୋଇ ସହାୟକଙ୍କ ଘରୁ ୩୦ କୋଟି ଜବତ

ରାଞ୍ଚି,୬ା୫ : ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର...

କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଲା

ନୂଆଦିଲ୍ଲୀ,୬।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଛି। ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ବିରୋଧରେ ଏନଆଇଏ ତଦନ୍ତ ପାଇଁ...

ଭାଙ୍ଗିବ ସବୁ ରେକର୍ଡ! ଅମିତ ଶାହାଙ୍କ ପାଇଁ ଭାଜପା ରଖିଲା ବଡ ଟାର୍ଗେଟ

ନୂଆଦିଲ୍ଲୀ,୬।୫: ଚଳିତ ଲୋକ ସଭା ନିର୍ବାଚନ ୨୦୨୪ ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପାର ପାରମ୍ପାରିକ ଆସନ ଗାନ୍ଧୀ ନଗରରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri