ପିପିଲିରେ ସାନି ନିର୍ବାଚନ: ଜିଲା ରିଟର୍ନିଂ ଅଫିସରଙ୍କ ରିପୋର୍ଟକୁ ଅପେକ୍ଷା

ଭୁବନେଶ୍ୱର,୧୪।୪: ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବୁଧବାର ପରଲୋକ ହୋଇଯାଇଛି। ଏନେଇ ରାଜ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁଶୀଲ ଲୋହାନୀ କହିଛନ୍ତି, ଜିଲା ରିଟର୍ନିଂ ଅଫିସରଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ରିପୋର୍ଟ ଆସିବା ପରେ ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କୁ ପଠାଯିବ। ପରେ ନିର୍ବାଚନ କମିଶନ ସାନି ନିର୍ବାଚନ ନେଇ ତାରିଖ ଘୋଷଣା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri