ଦିଲ୍ଲୀରେ ଲାଗୁ ହୋଇପାରେ ସାପ୍ତାହିକ ଲକ୍‌ଡାଉନ: କେଜରିଓ୍ବାଲ-ଏଲ୍‌ଜିଙ୍କ ବୈଠକ ଜାରି

ନୂଆଦିଲ୍ଲୀ,୧୫।୪: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ସ୍ଥିତି ଏଭଳି ହୋଇଛି ଯେ, ହସ୍ପିଟାଲରେ ରୋଗୀଙ୍କ ଚିକିତ୍ସା ପାଇଁ ଶଯ୍ୟା ମଧ୍ୟ ନାହିଁ। କେବଳ ସେତିକି ନୁହେଁ ହସ୍ପିଟାଲରେ ଅକ୍ସିଜେନ ସିଲିଣ୍ଡର ମିଳୁ ନ ଥିବା ବେଳେ ଶ୍ମଶାନ ଘାଟ ବାହାରେ ଅନ୍ତିମ ସଂସ୍କାର ପାଇଁ ଲମ୍ବା ଲାଇନ ଲାଗୁଛି। ଏହି ମହାସଙ୍କଟ ମଧ୍ୟରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓ ଉପରାଜ୍ୟପାଳ ଅନିଲ ବୈଜଙ୍କ ମଧ୍ୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଦିଲ୍ଲୀରେ ଖୁବ୍‌ଶୀଘ୍ର ସାପ୍ତାହିକ ଲକ୍‌ଡାଉନ ଲାଗୁ ହୋଇପାରେ। ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ବିଗୁଡ଼ୁଥିବାରୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ତେବେ ଏନେଇ ଦିନ ଗୋଟାଏରେ କେଜିରିଓ୍ବାଲ ଗଣମାଧ୍ୟମ ସମ୍ମିଳନୀ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ତୁମେ କ’ଣ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ? ମୋଦିଙ୍କ ସହିତ ବିତର୍କ ପ୍ରସ୍ତାବକୁ ନେଇ ରାହୁଲଙ୍କୁ କଟାକ୍ଷ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୧୨ା୫: ବିଭିନ୍ନ ନିର୍ବାଚନୀ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବିତର୍କ କରିବାକୁ ନିମନ୍ତ୍ରଣ ଗ୍ରହଣ କରିବା ପରେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କଂଗ୍ରେସ...

ଭାଜପାର ପ୍ରଧାନମନ୍ତ୍ରୀ ଚେହେରା କିଏ? କେଜରିଓ୍ବାଲଙ୍କ ବୟାନକୁ ନେଇ ବୋବାଲ

ନୂଆଦିଲ୍ଲୀ,୧୨।୫: ତିହାର ଜେଲ୍‌ରୁ ଆସୁଆସୁ ନିର୍ବାଚନୀ ମଇଦାନକୁ ଲମ୍ଫ ମାରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଆଉ ପ୍ରଥମେ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ।...

ଖୋଲା ବିତର୍କ ପାଇଁ ମୁଁ ପ୍ରସ୍ତୁତ, ମୋଦି ରାଜି ତ: ରାହୁଲ

ନୂଆଦିଲ୍ଲୀ,୧୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଖୋଲା ବିତର୍କ ଆହ୍ବାନକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ଗ୍ରହଣ କରିଛନ୍ତି। ତେବେ ପ୍ରଧାନମନ୍ତ୍ରୀ ବିତର୍କରେ ସାମିଲ...

ଝାଡ଼ଖଣ୍ଡର ଆଦିବାସୀଙ୍କ ପାଇଁ ବିପଦ ସୃଷ୍ଟି କରୁଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ? ଆସାମ ମୁଖ୍ୟମନ୍ତ୍ରୀ କହିଲେ କାରଣ…

ଦିସ୍‌ପୁର,୧୧।୫: ଆସାମ ଏବଂ ପଶ୍ଚିମବଙ୍ଗ ଭଳି ସୀମାନ୍ତ ରାଜ୍ୟ ପାଇଁ ବାଂଲାଦେଶର ଅନୁପ୍ରବେଶକାରୀମାନେ ଚିନ୍ତାର ବିଷୟ ପାଲଟିଛନ୍ତି। ଅନୁପ୍ରବେଶକାରୀଙ୍କ ଯୋଗୁ ଏହି ରାଜ୍ୟଗୁଡ଼ିକର ସୀମାନ୍ତ ଜିଲାଗୁଡ଼ିକର...

ଭାଜପା ସମ୍ବିଧାନରେ ବୟସକୁ ନେଇ କୌଣସି ବ୍ୟବସ୍ଥା ନାହିଁ- ମୋଦିଙ୍କ ଅବସରକୁ ନେଇ ଜବାବ ରଖିଲେ ନଡ୍ଡା

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦାବିକୁ ନେଇ ଭାଜପା ପ୍ରତିକ୍ରିୟା ରଖିଛି। ଜେଲରୁ ମୁକୁଳିବା ପରେ କେଜ୍‌ରିଓ୍ବାଲ ଶନିବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ଅବସରକୁ ନେଇ...

ଭାଜପା ନିଜ ନେତାଙ୍କୁ ଛାଡ଼ିନାହିଁ, ଏଥର ନିର୍ବାଚନ ଜିତିଲେ ସବୁ ବିରୋଧୀ ଦଳ ନେତା ଜେଲ ଯିବେ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ତିହାର ଜେଲରୁ ମୁକୁଳିବା ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି। ଯଦି...

ଆସନ୍ତାକାଲି ବଡ଼ ବୈଠକ ଡାକିବେ କେଜ୍‌ରିଓ୍ବାଲ, ଏଜେଣ୍ଡାକୁ ନେଇ ସସ୍‌ପେନ୍ସ

ନୂଆଦିଲ୍ଲୀ,୧୧ା୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପିର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଶୁକ୍ରବାର ସୁପ୍ରିମକୋର୍ଟଙ୍କଠାରୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଛନ୍ତି। ଏହା ସହ ଜେଲ୍‌ରୁ ବାହାରିବା ପରେ...

ପାକିସ୍ତାନର ପରମାଣୁ ବୋମାକୁ ଭାରତ ଡରେ ନାହିଁ: ଶାହା

ନୂଆଦିଲ୍ଲୀ,୧୧ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର କଂଗ୍ରେସ ଏବଂ ଏହାର ନେତାଙ୍କ ଉପରେ କଡ଼ା ଆକ୍ରମଣ କରିଛନ୍ତି। ତେଲଙ୍ଗାନାରେ ଏକ ନିର୍ବାଚନୀ ସମାବେଶକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri