ତେଲଙ୍ଗାନାରେ ଲୁଚିଥିଲା ଗ୍ୟାଙ୍ଗଷ୍ଟର ହାଇଦର

କଟକ,୧୫।୪: କଟକ ବଡ଼ ମେଡିକାଲ(ଏସ୍‌ସିବି)ରୁ ଫେରାର ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ ୫ ଦିନ ପରେ କମିଶନରେଟ ପୋଲିସ ଧରିବାରେ ସଫଳ ହୋଇଛି। ତେଲଙ୍ଗାନାର ସଙ୍ଗାରେଡି ଜିଲାରୁ ହାଇଦରଙ୍କୁ ପୋଲିସ ଗିରଫ କରିଛି। କମିଶନରେଟ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ତେଲେଙ୍ଗାନା ପୋଲିସ ସହାୟତାରେ ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ ଧରିଥିବା ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଗୁରୁବାର ରାତିରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ...

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri