ଲୁହାପଥର ଚୋରା ଚାଲାଣ: ୨ ଗିରଫ

କେନ୍ଦୁଝର,୧୯।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ବନ ବିଭାଗ ରବିବାର ରାତିରେ ୨ ଜଣଙ୍କୁ ଗିରଫ କରିଛି। ଏହା ସହ ଗୋଟିଏ ଟିପ୍ପର ଜବତ ହୋଇଛି । ଲୁହାପଥର ଚୋରା ଚାଲାଣ ଅଭିଯୋଗରେ ରାତିରେ ପାଟ୍ରୋଲିଂ ବେଳେ ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରାଯାଇଥିବା ଡିଏଫ୍‌ଓ ସୟମ ମଲ୍ଲିକ ସୂଚନା ଦେଇଛନ୍ତି। ପୂର୍ବରୁ ଏହି ଅଞ୍ଚଳରୁ ଚୋରା ଲୁହା ଓ ମାଙ୍ଗନିଜ ପଥର ସମେତ ଟ୍ରକ, ହାଇଓ୍ବା ଜବତ ହେବା ସହ ଅନେକ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲେ ହେଁ ଏପରିି କାର୍ଯ୍ୟ ବନ୍ଦ ହେବାର ନାଁ ନେଉନି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶିମାଝିଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର ୧୨ଟି...

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଗୁରୁତରଙ୍କୁ କଟକ ସ୍ଥାନାନ୍ତର

ବ୍ରହ୍ମପୁର , ୨୩।୧୨( ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁର ବଡ଼ ବନ୍ଧ ସାହିରେ ସୋମବାର ରାତିରେ ଗ୍ୟାସ ସିଲିଣ୍ଡର ଫାଟିଯାଇଛି ।...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

ପ୍ରଧାନମନ୍ତ୍ରୀ ଚେହେରା ବଦଳାଇଲା କଂଗ୍ରେସ! ରାହୁଲ ଗାନ୍ଧୀ ନୁହଁନ୍ତି, ଏହି ନେତା… ସାଂସଦଙ୍କ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ ଜାତୀୟ କଂଗ୍ରେସର ଆଭ୍ୟନ୍ତରୀଣ ଏବଂ ବାହ୍ୟ ରାଜନୈତିକ ଦୃଶ୍ୟପଟରେ, ପୂର୍ବ ଅନେକ ନିର୍ବାଚନରୁ ଏହା ସ୍ପଷ୍ଟ ହୋଇଛି ଯେ ପୂର୍ବତନ ଦଳର ଅଧ୍ୟକ୍ଷ...

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ...

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

ଗଛକାଟି ବସ୍‌ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri