ତାତିଲେ ୧୦ ଶ୍ରେଣୀ ଛାତ୍ରୀଛାତ୍ର: ନବୀନ ନିବାସ ଆଗରେ ପରୀକ୍ଷା ବାତିଲ ଦାବି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦଶମ ଓ ଯୁକ୍ତ ଦୁଇ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି। ତେବେ ଏନେଇ ମଙ୍ଗଳବାର ଦଶମ ଶ୍ରେଣୀ ଛାତ୍ରୀଛାତ୍ର ନବୀନ ନିବାସ ଆଗରେ ପ୍ରତିବାଦ କରିଛନ୍ତି। ସେମାନେ ପରୀକ୍ଷା ବାତିଲ ପାଇଁ ଦାବି କରିଛନ୍ତି।
ଭୁବନେଶ୍ୱରରେ ଥିବା ବିଭିନ୍ନ ସରକାରୀ ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ରୀଛାତ୍ର ମିଳିତ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାକୁ ନବୀନ ନିବାସ ଯାଇଥିଲେ। ସେଠାରେ ସେମାନେ ପରୀକ୍ଷା ବାତିଲ କରିବାକୁ ଦାବି କରିଥିଲେ। ମୁଖ୍ୟମନ୍ତ୍ରୀ ନ ଥିବାରୁ ସେମାନେ ଦାବିପତ୍ରକୁ ତାଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରି ଫେରିଛନ୍ତି। ପରେ ଛାତ୍ରୀଛାତ୍ରମାନେ ଫରେଷ୍ଟ ପାର୍କ ରାସ୍ତାରେ ଧାରଣା ଦେଇଥିଲେ। ତେବେ ପୂର୍ବରୁ ଉକ୍ତ ଛାତ୍ରୀଛାତ୍ର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପୂର୍ବରୁ ବଢୁଛି ନାମାଙ୍କନ ତାତି

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ବର୍ତ୍ତମାନ ନିର୍ବାଚନ ମଇଦାନକୁ ଓହ୍ଲାଉଥିବା ପ୍ରାର୍ଥିଙ୍କ ନାମାଙ୍କନ ଦାଖଲ...

୨୯୨ ଆପତ୍ତିଜନକ ପୋଷ୍ଟ୍‌ ବ୍ଲକ୍‌ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୩ା୫(ସତ୍ୟଜିତ୍‌ ରାଉତ):ଚଳିତ ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳର ସମର୍ଥକଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ପ୍ରଚାର ପାଇଁ...

ବଦଳିଲେ ମିଶନଶକ୍ତି ସଚିବ

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ତଥା ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କୁ ଗୁରୁବାର ବଦଳି କରାଯାଇଛି। ଭାଜପା ଅଭିଯୋଗକ୍ରମେ ଭାରତର ନିର୍ବାଚନ କମିଶନ...

ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ପୋଷ୍ୟ ପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୨ା୫ (କାର୍ତ୍ତିକ ସାହୁ): ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଗ୍ରହଣ କରିଥିବା ପୋଷ୍ୟପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି।...

ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ!

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ। ଭାଜପାର ଅଭିଯୋଗ ପରେ ବଦଳି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ବଦଳି ନିର୍ଦ୍ଦେଶ...

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri