ବିଦେଶରେ ଥାଇ ସଂସ୍କାର ଭୁଲିନାହାନ୍ତି ପ୍ରିୟଙ୍କା, ଦେଢ଼ଶୁରଙ୍କ ବିବାହ ଉତ୍ସବରେ ପିନ୍ଧିଲେ ଶାଢ଼ି

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ବିଦେଶରେ ଥାଇ ମଧ୍ୟ ସଂସ୍କାର ଭୁଲି ନାହାନ୍ତି। ଏହି ଦେଖୁନାହାନ୍ତି ଦେଢ଼ଶୁର ଅର୍ଥାତ ନିକ୍‌ଙ୍କ ବଡ଼ଭାଇ ଜୋ ଜୋନ୍‌ସ ଏବଂ ସଫି ଟର୍ନରଙ୍କ ଦ୍ୱିତୀୟ ବିବାହ ଉତ୍ସବରେ ସେ ଶାଢ଼ି ପିନ୍ଧିବାକୁ ଜମା ବି ଭୁଲି ନ ଥିଲେ। ନିକ୍‌ଙ୍କ ପୂରା ପରିବାର ଫ୍ରାନ୍ସର ପ୍ୟାରିସଠାରେ ବିବାହ ଉତ୍ସବ ମନାଉଛନ୍ତି। ଏହି ଉତ୍ସବରେ ସମସ୍ତଙ୍କ ନଜର ଦେଶୀ ଗାର୍ଲ ପ୍ରିୟଙ୍କାଙ୍କ ଉପରେ ଥିଲା। କାରଣ ସେ ପୂରା ଦେଶୀ ଗେଟ୍‌ଅପରେ ଥିଲେ। ନିକ୍‌ଙ୍କୁ ବିବାହ କରିବା ପରଠାରୁ ଆଜିପର୍ଯ୍ୟନ୍ତ ଓ୍ବେଷ୍ଟର୍ଣ୍ଣ ଡ୍ରେସ୍‌ ପିନ୍ଧି ଆସୁଥିବା ପ୍ରିୟଙ୍କା ଦେଢ଼ଶୁରଙ୍କ ବିବାହ ଦିନ ଶାଢ଼ି ପିନ୍ଧିଥିଲେ। ଫ୍ୟାରିସରେ ଥିବାବେଳେ ପ୍ରିୟଙ୍କା କିଛି ନା ନୂଆ ଅନ୍ଦାଜରେ ନଜରକୁ ଆସନ୍ତି। ଦେଶୀ ଗାର୍ଲ ବିଦେଶରେ ଥାଇ ଦେଶୀ ଲୁକ୍‌ରେ ଫ୍ୟାନମାନଙ୍କ ହୃଦୟ ଜିତି ଯାଇଛନ୍ତି।

ଏକ ଗୋଲାପୀର ରଙ୍ଗର ନେଟ୍‌ ଶାଢ଼ି ସାଙ୍ଗକୁ ବ୍ୟାକ୍‌ଲେସ୍‌ ବ୍ଲାଉଜରେ ସେ ଖୁବ୍‌ ସୁନ୍ଦର ଲାଗୁଥିଲେ। ଶାଢ଼ିକୁ ମ୍ୟାଚ କରି ମୁଣ୍ଡରେ ଏକ ଗୋଲାପ ଫୁଲ ଖୋସିଥିଲେ। ସେହିପରି ବ୍ଲାକ୍‌ କଲର ଶୁଟ୍‌ରେ ନିକ୍‌ ବି କିଛି କମ୍‌ ହାଣ୍ଡସମ୍‌ ଲାଗୁ ନ ଥିଲେ।

ଜୋ ଏବଂ ସୋଫିଙ୍କ ବିବାହ ପ୍ୟାରିସର ଚାଟେଉ ନାମକ ଏକ ମହଲରେ ସମ୍ପନ୍ନ ହୋଇଛି। ଏହି ଉତ୍ସବରେ ପରିବାର ଲୋକ ଏବଂ କିଛି ସମ୍ପର୍କୀୟ ଉପସ୍ଥିତ ଥିଲେ। ଏହା ପୂର୍ବରୁ ବର୍ଷକ ତଳେ ଜୋ ଏବଂ ସଫି ଏହି ହୋଟେଲରେ ରହିବା ନେଇ ଚର୍ଚ୍ଚା ହୋଇଥିଲା। କାରଣ ଗୋଟିଏ ରାତି ରହିବା ପାଇଁ ପ୍ରାୟ ୩ ଲକ୍ଷ.୨୧ ଲକ୍ଷ ଖର୍ଚ୍ଚ କରିଥିଲେ ଜୋ। ଚଳିତବର୍ଷ ମେ ୧ ରେ ବିଧିବଦ୍ଧ ଭାବେ ବିବାହ କରିଛନ୍ତି। ଯାହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ବାପା ଦୋକାନକୁ ଯାଇଥିବାବେଳେ ଘରେ ପଶି ନାବାଳିକାଙ୍କୁ ବଳାତ୍କାର କଲେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି

ଭୁବନେଶ୍ୱର,୧୧।୧୨(ତ୍ରିନାଥ ମହାନ୍ତି): ରାଜଧାନୀରେ ଲଜ୍ଜ୍ୟା। ଜଣେ ୧୧ବର୍ଷୀୟା ନାବାଳିକାଙ୍କୁ ଜଣେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ପରିବାର...

ଥାନାରେ କୀଟନାଶକ ଔଷଧ ଖାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ବାମୀଙ୍କ ଅନ୍ୟତ୍ର ବିବାହ ପ୍ରସ୍ତୁତି ଖବର ପାଇ..

ଦେବଗଡ, ୧୨।୧୨ (ଶଶାଙ୍କ ଶେଖର ଝାଙ୍କର): ଅଭିଯୋଗ କରିବାକୁ ଆସିଥିବା ମହିଳା ଦେବଗଡ ଥାନା ଭିତରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପୋଲିସ...

ଶୀତରେ ଥରୁଛି ଦାରିଙ୍ଗବାଡି: ଦ୍ୱିତୀୟ ଦିନରେ ମଧ୍ୟ ତୁଷାରପାତ, ଘରୁ ବାହାରିବା ମୁସ୍କିଲ

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଯନ୍ତ୍ରଣା ଦେଉଛି ଶୀତ । ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ...

ସକାଳୁ ସକାଳୁ ଭୂକମ୍ପ ଝଟକା, ଆକାଶରେ ଦେଖାଗଲା ରହସ୍ୟମୟ ଆଲୋକ

ନୂଆଦିଲ୍ଲୀ,୧୨।୧୨: ସକାଳୁ ସକାଳୁ ପୁଣି ଥରିଲ ଜାପାନ । ଜାପାନ ଏବଂ ଫିଜି ଏକକାଳୀନ ଭୂମିକମ୍ପରେ ଥରି ଉଠିଛି । ତିନି ଦିନ ପୂର୍ବେ ଜାପାନରେ...

ଜଙ୍ଗଲକୁ ଟେକିନେଇ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କଲେ ୪୩ ବର୍ଷୀୟ ବ୍ୟକ୍ତି, ଧରାପଡିବା ପରେ…

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଲଇମୁରା ଥାନା ଅଞ୍ଚଳରେ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ଘରକୁ ଡାକି ବଳାତ୍କାର କରିଥିଲେ ବୃଦ୍ଧ, ହେଲା ଆଜୀବନ କାରାଦଣ୍ଡ

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ନାବାଳିକା ବଳାତ୍କାର ମାମଲାର ବିଚାରକରି ଅତିରିକ୍ତ ଦୌରାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ ଜଣେ ବୃଦ୍ଧଙ୍କୁ ଗୁରୁବାର ଆଜୀବନ କାରାଦଣ୍ଡ ସହ ୧୦,୦୦୦...

ପେସାରେ ଅଧ୍ୟାପନା, ନିଶାରେ କଳା ସାଧନା

ଲୋଇସିଂହା,୧୨।୧୨(ସୁଶାନ୍ତ ବାରିକ): ପେଶା ତାଙ୍କର ଅଧ୍ୟାପନା, ନିଶା କଳା ସାଧନା କରିବା ା ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଅଧ୍ୟାପକ ଡ. ଲିଙ୍ଗରାଜ ମେହେର। ସେ...

ମହିଳାଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା, ସମ୍ପର୍କୀୟ ଶ୍ୱଶୁରଙ୍କୁ ଅଧାଲଣ୍ଡା କରି…

ଭବାନୀପାଟଣା, ୧୨ା୧୨ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ବାଦିଲି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ପଡ଼ାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri