Posted inଖେଳ

ଆହୁରି ୭ ଭାରତୀୟ ବକ୍ସର ସେମିଫାଇନାଲରେ

ନୂଆଦିଲ୍ଲୀ, ୨୧ା୪ (ପି.ଟି.)-ବେବିରୋଜିସାନା ଚାନୁ ୟୁରୋପିଆନ ଚାମ୍ପିୟନ ଆଲେକ୍ସାସ କୁବିକାଙ୍କୁ ହରାଇଦେବା ଫଳରେ ପୋଲାଣ୍ଡର କିଲ୍‌ସିଠାରେ ଚାଲିଥିବା ପୁରୁଷ ଓ ମହିଳା ୟୁଥ୍‌ ଓ୍ବାଲର୍‌ଡ ଚାମ୍ପିୟନଶିପ୍‌ରେ ଭାରତର ଆଉ ୭ ବକ୍ସର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରତିଯୋଗିତାର ୭ମ ଦିବସରେ ବେବିରୋଜିସାନା (୫୧କେଜି)ଙ୍କ ବ୍ୟତୀତ, ଅରୁନ୍ଧତି ଚୌଧାରୀ (୬୯କେଜି), ସାନାମାଚା ଚାନୁ (୭୫କେଜି), ଅଙ୍କିତ ନରଓ୍ବାଲ (୬୪କେଜି), ବିଶାଲ ଗୁପ୍ତା (୯୧କେଜି), ବିଶ୍ୱାମିତ୍ର ଚୋଙ୍ଗଥାମ୍‌ (୪୯କେଜି) ଏବଂ ସଚିନ୍‌ (୫୬କେଜି) ପ୍ରମୁଖ ସେମିଫାଇନାଲରେ ପ୍ରବେଶ କରିବା ଦ୍ୱାରା ଅତିକମ୍‌ରେ ଏକ ବ୍ରୋଞ୍ଜ ପଦକ ନିଶ୍ଚିତ କରିଛନ୍ତି। ଏହି ଚାମ୍ପିୟନଶିପ୍‌ରେ ଭାରତର ୨୦ ଜଣିଆ ଦଳ ଭାଗ ନେଇଛନ୍ତି। ପୂର୍ବରୁ ୬ଷ୍ଠ ଦିବସରେ ଭିନ୍‌କା, ଅଲ୍‌ଫିୟା, ଗୀତିକା ଓ ପୁନମ୍‌ ସେମିଫାଇନାଲରେ ପ୍ରବେଶ କରିସାରିଛନ୍ତି। ଫଳରେ ଭାରତ ୧୧ଟି ପଦକ ନିଶ୍ଚିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୟଙ୍କ ଯାଦବଙ୍କୁ ବଡ ଉପହାର ଦେଲା ବିସିସିଆଇ, କିନ୍ତୁ ରହିଛି ଖରାପ ଖବର

ମୁମ୍ବାଇ,୧ା୫: ପେସ୍‌ ବୋଲିଂ ସେନ୍‌ସେସନ୍‌ ମୟଙ୍କ ଯାଦବ ଅବଶିଷ୍ଟ ଆଇପିଏଲ୍‌ ମ୍ୟାଚ୍‌ରେ ଅଂଶଗ୍ରହଣ କରିବା ନେଇ ସନ୍ଦେହ ଉପୁଜିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ ସମୟରେ...

ସେଲିବ୍ରେସନ୍‌ ପାଇଁ ବାଣ, ମିଠା କିଣି ଘରକୁ ଆଣିଥିଲେ ରିଙ୍କୁ ସିଂ’ଙ୍କ ବାପା, ପୁଅର ହେଲାଣି ସିଲେକ୍‌ସନ୍‌

ନୂଆଦିଲ୍ଲୀ,୧ା୫: ମଙ୍ଗଳବାର ପୁରୁଷ ଟି୨୦ ବିଶ୍ୱକପ ପାଇଁ ୧୫ ଜଣ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ନିମ୍ନକ୍ରମର ଦୁର୍ଦଶ ବ୍ୟାଟର ରିଙ୍କୁ ସିଂଙ୍କୁ ଦଳରେ...

ଲକ୍ଷ୍ନୌ ଜିତିବା ପରେ ପଏଣ୍ଟ ଟେବୁଲ୍‌ରେ ହେଲା ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛି

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ ପରାସ୍ତ କରିଛି। ଲକ୍ଷ୍ନୌର ଘରୋଇ ଗ୍ରାଉଣ୍ଡରେ ଖେଳାଯାଇଥିବା ମ୍ୟାଚରେ...

ପାଣ୍ଡ୍ୟାଙ୍କ ଏହି ଭୁଲ ଯୋଗୁ ମୁମ୍ବାଇକୁ ପଡ଼ିଲା ଭାରି, ଅଧିନାୟକ ସମେତ ଖେଳାଳିଙ୍କ ଉପରେ ଲାଗିଲା ମୋଟା ଅଙ୍କର ଫାଇନ୍‌

ନୂଆଦିଲ୍ଲୀ,୧।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସକୁ ଡବଲ ଝଟକା ଲାଗିଛି। ଟୁର୍ନାମେଣ୍ଟର ୪୮ତମ ମ୍ୟାଚରେ ମୁମ୍ବାଇକୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ୪ ଉଇକେଟ୍‌ରେ ହରାଇଛି। ଏହି...

ବିରାଟ କୋହଲି ଆମର ଜ୍ୱାଇଁ…କାହିଁକି ଏମିତି କହିଲେ ଶାହରୁଖ

କୋଲକାତା,୧।୫: ଆଇପିଏଲ ଦଳ କୋଲକାତା ନାଇଟ ରାଇଡର୍ସ ମାଲିକ ତଥା ବଲିଉଡ ଅଭିନେତା ଶାହାରୁଖ ଖାନ ବିରାଟ କୋହଲିଙ୍କ ଉପରେ ନିଜର ମତ ରଖିଛନ୍ତି। କୋହଲିଙ୍କୁ...

ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ୍‌ରୁ ବିଦା! ଜାଣନ୍ତୁ କ’ଣ ରହିଛି ସମୀକରଣ

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ସୁପର ଜଏଣ୍ଟସ ଏହି ମ୍ୟାଚ ସହଜରେ ଜିତିଲା।...

ଟି-୨୦ ବିଶ୍ୱକପ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା: ଜାଣନ୍ତୁ ଦଳରେ କାହାକୁ ମିଳିଲା ସ୍ଥାନ

ସିଡନୀ,୧।୫: ଅଷ୍ଟ୍ରେଲିଆ ମଧ୍ୟ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ବିଶ୍ୱକପ୍‌ରେ ଦଳ ଅନ୍ତର୍ଜାତୀୟ ଟି-୨୦ ଅଧିନାୟକ ମିଚେଲ ମାର୍ଶଙ୍କ...

ଆଦିତ୍ୟଙ୍କ ମାଉଣ୍ଟ କୋଜିଓସ୍କୋ ଆରୋହଣ

ଭୁବନେଶ୍ୱର, ୧।୫ (ତପନ ସ୍ବାଇଁ): ଅଷ୍ଟ୍ରେଲିଆ ମହାଦେଶର ଉଚ୍ଚତମ ଶୃଙ୍ଗ ମାଉଣ୍ଟ କୋଜିଓସ୍କୋକୁ ସଫଳତାର ସହ ଆରୋହଣ କରିଛନ୍ତି ଯୁବ ପର୍ବତାରୋହୀ ଆଦିତ୍ୟ ପ୍ରସାଦ ଖାଡ଼ଙ୍ଗା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri