୪୦ଡିଗ୍ରୀ ତାପମାତ୍ରାରେ ସ୍କୁଲରୁ ଫେରୁଛନ୍ତି ଛାତ୍ରୀଛାତ୍ର: ଛୁଟି ଘୋଷଣା ପାଇଁ ସରକାରଙ୍କଠାରେ ଦାବି

ପାଟଣା,୨୪।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲାରେ ବୁଧବାରଠାରୁ ପାରଦ ଉପରମୁହାଁ ହୋଇଛି। ପାଟଣା ବ୍ଲକ ମୁଖ୍ୟାଳୟର ଗୁରୁବାର ସର୍ବୋଚ୍ଚ ୪୧ଡିଗ୍ରୀ ରହିଥିବା ବେଳେ ଶୁକ୍ରବାର ମଧ୍ୟ ୪୦ଡିଗ୍ରୀ ଉପରେ ରହିବ ବୋଲି ପାଣି ବିଭାଗ ଆକଳନ…

ଗିରଫଦାରି ଭୟରେ ଅଭିଯୁକ୍ତ ଫେରାର: ପାରିବାରିକ ସଂଘର୍ଷ ଘଟଣା…

ହାଟଡିହୀ,୨୪l୪(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ନନ୍ଦିପଦା ଥାନା ଜମ୍ଭରା ଗ୍ରାମରେ ଚଳିତ ମାସ ୭ ତାରିଖ ମଙ୍ଗଳବାର ରାତିରେ ୨ ପରିବାର ମଧ୍ୟରେ ସଂଘର୍ଷ ଘଟଣାରେ ଗିରଫ ଭୟରେ ଅଭିଯୁକ୍ତ ଫେରାର ଅଛନ୍ତି। ଗିରଫ ପାଇଁ…

୨୨ଟନ୍‌ ସୁନା ବିକିଲେ ପୁଟିନ୍‌, ବିଶ୍ୱ ବଜାରରେ ହଇଚଇ!

ମସ୍କୋ,୨୪।୪: ରୁଷର ସାମ୍ପ୍ରତିକ ପଦକ୍ଷେପ ଏହି ସଂଘର୍ଷ ମଧ୍ୟରେ ଆର୍ଥିକ ଚାପ କେତେ ଗଭୀର ହୋଇଛି ତାହା ସୂଚାଇଥାଏ। ଭ୍ଲାଦିମିର ପୁଟିନଙ୍କ ସରକାର ଏହାର ବର୍ଦ୍ଧିତ ବଜେଟ ନିଅଣ୍ଟକୁ ପରିଚାଳନା କରିବା ପାଇଁ 2026…

ଆଜି ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ, ବିଭିନ୍ନ ଥାନାରେ ନେତାଙ୍କୁ ଅଟକ ରଖିଲା ପୋଲିସ

ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ଆଜି ବଲାଙ୍ଗୀର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗାନ୍ଧୀ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ…

କେବେ ଆସି ଦେଖନ୍ତୁ… ଭାରତକୁ ନର୍କକୁଣ୍ଡ କହିବାକୁ ନେଇ ଟ୍ରମ୍ପଙ୍କ ଉପରେ ତାତିଲା ଇରାନ

ମୁମ୍ବାଇ,୨୪।୪: ଭାରତକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବିବାଦୀୟ ବୟାନ ଉପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି ଇରାନ। ଟ୍ରମ୍ପ ଭାରତ ଏବଂ ଚାଇନାକୁ ‘ନର୍କକୁଣ୍ଡ’ ବୋଲି ଉଲ୍ଲେଖ କରିଛନ୍ତି। ଏହାର…

ମେ’୧ଠାରୁ ପରିବର୍ତ୍ତନ ହେବ EPFO ଉଠାଣ ନିୟମ, ଏଣିକି ସିଧାସଳଖ…

ନୂଆଦିଲ୍ଲୀ,୨୪।୪: ଲକ୍ଷ ଲକ୍ଷ EPFO ଗ୍ରାହକଙ୍କ ପାଇଁ ଏକ ବୈପ୍ଳବିକ ପରିବର୍ତ୍ତନ ହେବାକୁ ଯାଉଛି। ଆପଣଙ୍କୁ ଆଉ ଆପଣଙ୍କ PF ଟଙ୍କା ଉଠାଇବା ପାଇଁ ସପ୍ତାହେ ଅପେକ୍ଷା କରିବାକୁ ପଡିବ ନାହିଁ, କାରଣ ମେ’୧…

ହାତରେ DSLR କ୍ୟାମେରା, ଆଖିରେ କଳା ଚଷମା ପିନ୍ଧି କୋଲକାତାରେ ଫଟୋଶୁଟ୍‌ କଲେ ମୋଦି

କୋଲକାତା,୨୪ା୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାରେ ପହଞ୍ଚି ହୁଗୁଳି ନଦୀକୂଳରେ କିଛି ସମୟ ବିତାଇଥିଲେ। ଏହି ସମୟରେ ଗଙ୍ଗାମାତାଙ୍କ ପ୍ରତି ତାଙ୍କର ଶ୍ରଦ୍ଧା ପ୍ରକାଶ କରିଥିଲେ। ଏଥିସହିତ ବଙ୍ଗଳାବାସୀଙ୍କ ପାଇଁ ତାଙ୍କର ବାର୍ତ୍ତା ଦେଇଥିଲେ। ସୋସିଆଲ…

ଟ୍ରମ୍ପଙ୍କୁ ଶୁଣାଇଦେଲା ଭାରତ, କହିଲା ଅଭଦ୍ର…

ଓ଼୍ବାଶିଂଟନ,୨୪।୪: ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ଭାରତକୁ “ନର୍କ” ବୋଲି ବର୍ଣ୍ଣନା କରିବା ମନ୍ତବ୍ୟ ଉପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଭାରତ ଟ୍ରମ୍ପଙ୍କ ବିବାଦୀୟ ସୋସିଆଲ ମିଡିଆ ପୋଷ୍ଟ ଏବଂ ବିବୃତ୍ତିକୁ “ଅଭଦ୍ର, ଅନୁପଯୁକ୍ତ ଏବଂ ଏକ ସଂକୀର୍ଣ୍ଣ ଏବଂ…

ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ: ଧାନ ସଂଗ୍ରହ କମିଟି ବୈଠକ ପୂର୍ବରୁ ଘଟିଲା..

ବରଗଡ,୨୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ରହିଛି। ତେବେ ଏହି ବୈଠକ ପୂର୍ବରୁ ସକାଳୁ ପୋଲିସ କେତେକ ଚାଷୀନେତାଙ୍କୁ ଉଠାଇ ନେଇ ବିଭିନ୍ନ ଥାନାରେ ଅଟକ ରଖିବା…

ଜନଗଣନାରେ ବାଧା ଦେଲେ ୩ ବର୍ଷ ଜେଲଦଣ୍ଡ: ଜାରି ହେଲା ଏସ୍‌ଓପି

ଭୁବନେଶ୍ୱର,୨୪।୪ (ରବିନାରାୟଣ ଜେନା):ରାଜ୍ୟରେ ଏପ୍ରିଲ ୧୬ରୁ ଆରମ୍ଭ ହୋଇଥିବା ଜନଗଣନାକୁ କିଭଳି ଶୃଙ୍ଖଳିତ କରାଯିବ ସେନେଇ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହେବା ପରେ ଗୁରୁବାର…

ପ୍ରଥମେ ନର୍କ କହିଲେ ଏବେ ପ୍ରଶଂସା କଲେ, ଭାରତକୁ ସମାଲୋଚନା କରିବା ପରେ ନରମିଲା ଟ୍ରମ୍ପଙ୍କ ସ୍ବର

ଓ୍ବାଶିଂଟନ,୨୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କିଛି ରାଷ୍ଟ୍ରକୁ “ନର୍କଗହ୍ୱର” ବୋଲି ବର୍ଣ୍ଣନା କରିବା ନେଇ ଭାରତରେ ଏକ ବିବାଦ ଦେଖାଦେଇଛି । ଟ୍ରମ୍ପ ଏକ ବାର୍ତ୍ତାଳାପର ଏକ ଟ୍ରାନ୍ସକ୍ରିପ୍ଟ ସେୟାର କରିଥିଲେ ଯେଉଁଥିରେ ଭାରତ, ଚାଇନା ଏବଂ ଅନ୍ୟ ଅନେକ ଦେଶକୁ…

ଓଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ୨୦ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୨୪।୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ବିଏମ୍‌ସିର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ଭାବେ…

ଏମିତି ଭୁଲ୍‌ କରି ମହିଳାଙ୍କୁ କ୍ଷମା ମାଗିଲେ ମନ୍ତ୍ରୀ: ମହିଳାଙ୍କ ସହ…

ମୁମ୍ବାଇ,୨୪ା୪:ମୁମ୍ବାଇର ଓ୍ବର୍ଲି ଅଞ୍ଚଳରେ ଶାସକ ଭାଜପା ନେତୃତ୍ୱରେ ମହାମେଣ୍ଟ ପକ୍ଷରୁ ବୁଧବାର ଆୟୋଜିତ ଏକ ରାଲି ଯୋଗୁ ଟ୍ରାଫିକ୍‌ ଜାମ୍‌ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ମୁମ୍ବାଇର ଜଣେ ମହିଳା ମହାରାଷ୍ଟ୍ର ଜଳସମ୍ପଦ ମନ୍ତ୍ରୀ ଗିରୀଶ ମହାଜନଙ୍କ ସମେତ ସ୍ଥାନୀୟ ପୋଲିସ…

ଭାରତରେ ବଢୁଛିି ଅତି-ଧନୀଙ୍କ ସଂଖ୍ୟା: ଆସିଲା ଚକିତ କଲା ଭଳି ରିପୋର୍ଟ

ନୂଆଦିଲ୍ଲୀ, ୨୪ା୪ (ଆଇଏଏନ୍‌ଏସ୍‌):ଭାରତରେ ଅତି ଧନୀ ବ୍ୟକ୍ତି ବା ‘ଅଲଟ୍ରା-ରିଚ୍‌’ ଲୋକଙ୍କ ସଂଖ୍ୟାରେ ବଡ଼ଧରଣର ବୃଦ୍ଧି ପରିଲକ୍ଷିତ ହୋଇଛି। ଗୁରୁବାର ପ୍ରକାଶିତ ‘ନାଇଟ୍‌ ଫ୍ରାଙ୍କ୍‌’ ରିପୋର୍ଟ ଅନୁଯାୟୀ, ଭାରତରେ ଅଲଟ୍ରା-ହାଇ୍‌-ନିଟ୍‌-ଓ୍ବର୍ଥ ଇଣ୍ଡିଭିଜୁଆଲ (ୟୁଏଚ୍‌ଏନ୍‌ଡବ୍ଲ୍ୟୁଆଇ) ବ୍ୟକ୍ତିଙ୍କ ସଂଖ୍ୟା (ଯେଉଁମାନଙ୍କ ସମ୍ପତ୍ତି ପ୍ରାୟ ୨୫୦…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇସ୍ରାଏଲ-ଲେବାନନ୍‌ରେ ୩ ସପ୍ତାହ ପାଇଁ ଅସ୍ତ୍ରବିରତି

ଓ୍ବାଶିଂଟନ,୨୪।୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ବୃଦ୍ଧି ପାଇଁ ପ୍ରୟାସ ଚାଲିଥିବା ବେଳେ, ଅନ୍ୟ ପକ୍ଷରେ ପରିସ୍ଥିତି କ୍ରମଶଃ ଜଟିଳ ହେବାରେ ଲାଗିଛି । ଏକ ପ୍ରମୁଖ ଘୋଷଣା କରି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସ୍ରାଏଲ ଏବଂ ଲେବାନନ…

ଧରିତ୍ରୀ’ ଓ ‘ଓଡ଼ିଶାପୋଷ୍ଟ’ ପକ୍ଷରୁ ‘ବିଜନେଶ୍‌ ଏମିନେନ୍ସ ଆଓ୍ବାର୍ଡ’ର ୬ଷ୍ଠ ସଂସ୍କରଣ: ସମ୍ବର୍ଦ୍ଧିତ ହେଲେ ୧୮ ଉଦ୍ୟୋଗୀ

ଭୁବନେଶ୍ୱର,୨୩ା୪(ଅନୁରାଧା ମହାରଣା)-  ‘ଧରିତ୍ରୀ’ ଓ ‘ଓଡ଼ିଶାପୋଷ୍ଟ’ ପକ୍ଷରୁ ‘ବିଜନେଶ୍‌ ଏମିନେନ୍ସ ଆଓ୍ବାର୍ଡ’ର ୬ଷ୍ଠ ସଂସ୍କରଣ ଗୁରୁବାର ସ୍ବସ୍ତି ପ୍ରିମିୟମ୍‌ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ।  ‘ଧରିତ୍ରୀ’ ହେଉଛି ଆଧୁନିକ ଓଡିଶାର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri