Posted inଖେଳ

ସୁପର ଲିଗ୍‌ରୁ ଓହରିଲେ ୬ ଇଂଲିଶ କ୍ଲବ୍‌

ଲଣ୍ଡନ,୨୨।୪(ପି.ଟି.): ହାଇପ୍ରୋଫାଇଲ ସୁପର ଲିଗ୍‌ରୁ ୬ଟି ଇଂଲିଶ କ୍ଲବ୍‌ ଓହରିଯାଇଛନ୍ତି। ଫଳରେ ଆରମ୍ଭ ହେବା ପୂର୍ବରୁ ଏହି ଲିଗ୍‌ ଏକପ୍ରକାର ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇଂଲିଶ କ୍ଲବ୍‌ଗୁଡିକ ଓହରିଯିବା ପରେ ସ୍ପାନିଶ ଓ ଇଟାଲୀର କ୍ଲବଗୁଡିକ ଚକିତ ହୋଇଛନ୍ତି।
ଆର୍ସେନାଲ, ଚେଲସି, ଲିଭରପୁଲ, ମାଞ୍ଚେଷ୍ଟର ୟୁନାଇଟେଡ, ମାଞ୍ଚେଷ୍ଟର ସିଟି ଓ ଟୋଟେନହାମ୍‌ ମଙ୍ଗଳବାର ବିଶ୍ୱର ଏହି ସବୁଠାରୁ ଧନୀ ଲିଗ୍‌ରୁ ଓହରିଯାଇଥିଲେ। ସମର୍ଥକଙ୍କ ପ୍ରତିକ୍ରିୟା ଓ ବ୍ରିଟିଶ ସରକାରଙ୍କ ସତର୍କତାକୁ ଦୃଷ୍ଟିରେ ରଖି କ୍ଲବ୍‌ଗୁଡିକ ଏହି ନିଷ୍ପତ୍ତି ନେଇଛନ୍ତି। କ୍ଲବ୍‌ଗୁଡିକ ଓହରିଯିବା ପରେ ଏହି ଲିଗ୍‌ର ମାନେ କିଛି ନାହିଁ ବୋଲି କୁହାଯାଇପାରେ। କ୍ଲବ୍‌ଗୁଡିକର ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରୁ ନିନ୍ଦା କରାଯାଇଛି। ଅବଶ୍ୟ ଏ ନେଇ ଇଟାଲୀୟାନ ଓ ସ୍ପାନିଶ ଦଳଗୁଡିକ କୌଣସି ପ୍ରତିକ୍ରିୟା ପ୍ରକାଶ କରିନାହାନ୍ତି ଓ ମନ୍ତବ୍ୟ ଦେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଦଳ ଚୟନରେ ଏଆଇ ବ୍ୟବହାର କରୁଛି ଇଂଲଣ୍ଡ’

ଲଣ୍ଡନ,୫୫: ମହିଳା କ୍ରିକେଟ ଦଳ ଚୟନରେ ଇଂଲଣ୍ଡ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାର କରୁଛି ବୋଲି କହିଛନ୍ତି କୋଚ୍‌ ଜନ୍‌ ଲୁଇସ୍‌। ଚୂଡାନ୍ତ ଏକାଦଶ ଚୟନ...

ଆଇପିଏଲ୍‌ର ଅବଶିଷ୍ଟ ମ୍ୟାଚ ଖେଳିବେନି ମୟଙ୍କ ଯାଦବ,ଜାଣନ୍ତୁ କାରଣ…

ଲକ୍ଷ୍ନୌ, ୫ା୫: ପେସ୍‌ ସେନ୍‌ସେଶନ ମୟଙ୍କ ଯାଦବ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସର କୋଚ୍‌ ଜଷ୍ଟିନ ଲାଙ୍ଗର...

ଧୋନୀ ମୋ ବାପାଙ୍କ ଭଳି…କିଛି ଏଭଳି କହିଲେ…

ନୂଆଦିଲ୍ଲୀ,୪।୫: ୨୦୨୨ରେ ପ୍ରଥମ ଥର ଆଇପିଏଲ୍‌ ଖେଳିଥିବା ମଥିଶା ପଥିରାନା ନିଜର ବୋଲିଂକୁ ନେଇ ‘ବେବି ମଲିଙ୍ଗା’ ନାମରେ ଖ୍ୟାତ। ଶ୍ରୀଲଙ୍କା ଅଣ୍ଡର ୧୯ ଟିମ୍‌ରେ...

‘ଓ୍ବାର୍ନର ୭୦% ଭାରତୀୟ, ୩୦% ଅଷ୍ଟ୍ରେଲିୟ’

ନୂଆଦିଲ୍ଲୀ,୪।୫: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତଥା ବର୍ତ୍ତମାନ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଆଇପିଏଲ୍‌ ଖେଳୁଥିବା ଡେଭିଡ୍‌ ଓ୍ବାର୍ନରଙ୍କୁ ଭାରତ କେତେ ପସନ୍ଦ, ସମସ୍ତେ ତାହା ଜାଣନ୍ତି।...

‘ହତାଶ ହୋଇପଡ଼ିଛନ୍ତି ପାଣ୍ଡ୍ୟା,ଅଛନ୍ତି ଚାପରେ’

ନୂଆଦିଲ୍ଲୀ,୪।୫: ହାର୍ଦ୍ଦିକ ପାଣ୍ଡ୍ୟା ଥକି ଯାଇଥିବା, ହତାଶ ଏବଂ ଚାପରେ ଥିବା ଭଳି ଦୃଶ୍ୟମାନ ହେଉଛନ୍ତି। କିଛି ଏଭଳି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିୟ କ୍ରିକେଟର ଆରୋନ...

ଇଣ୍ଡିଆନ୍‌ ସୁପର ଲିଗ୍‌: ମୁମ୍ବାଇ ସିଟି ଏଫ୍‌ସି ଚାମ୍ପିୟନ

କୋଲକାତା,୪ା୫: ଇଣ୍ଡିଆନ୍‌ ସୁପର ଲିଗ(ଆଇଏସ୍‌ଏଲ୍‌)ର ଦଶମ ସଂସ୍କରଣରେ ଡିଫେଣ୍ଡିଂ ଚାମ୍ପିୟନ ମୋହନ ବାଗାନ ସୁପର ଜାଏଣ୍ଟ୍ସକୁ ୩-୧ରେ ହରାଇ ଟାଇଟଲ ହାସଲ କରିଛି ମୁମ୍ବାଇ ସିଟି...

ପାଣ୍ଡ୍ୟା-ବୁମ୍‌ରାଙ୍କୁ ଛାଡ଼ନ୍ତୁ, ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ାଇଲେଣି ରୋହିତ ଶର୍ମା…

ନୂଆଦିଲ୍ଲୀ,୪।୫: ଟି୨୦ ବିଶ୍ୱକପ୍‌ରେ ଜୁନ୍‌ ୫ରୁ ନିଜର ଅଭିଯାନ ଆରମ୍ଭ କରିବ ଟିମ୍‌ ଇଣ୍ଡିଆ। ପ୍ରଥମ ମ୍ୟାଚ୍‌ରେ ଦଳ ଆର୍ୟଲ୍ୟାଣ୍ଡକୁ ଭେଟିବ। ତେବେ ଏହା ପୂର୍ବରୁ...

ସଫେଇ ଦେଲେ ଚେସ ଚାମ୍ପିଅନ କାସପାରୋଭ

ନୂଆଦିଲ୍ଲୀ,୪।୫: ରୁଷିଆର ମହାନ ଚେସ ଖେଳାଳି ଗ୍ୟାରି କାସପାରୋଭ ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ସୋସିଆଲ ମିଡିଆ ପୋଷ୍ଟ କରିଥିଲେ। ବର୍ତ୍ତମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri