ଆଜି ରାଜ୍ୟରେ ୬୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ସବୁଠୁ ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୬,୧୬୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୮୮,୪୭୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫୭୫ ଜଣ ଚିହ୍ନଟ ହୋଇଥିବା ବେଳେ ୨୫୮୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୧୩୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୪୫୯ ଏବଂ କଳାହାଣ୍ଡିରୁ ୪୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧୩୬, ବାଲେଶ୍ୱର ୭୮, ବରଗଡ଼ ୨୩୬, ଭଦ୍ରକ ୭୧, ବଲାଙ୍ଗୀର ୨୨୬, ବୌଦ୍ଧ ୩୮, କଟକ ୩୬୦, ଦେବଗଡ଼ ୩୧, ଢେଙ୍କାନାଳ ୧୭, ଗଜପତି ୫୫, ଗଞ୍ଜାମ ୧୩୫, ଜଗତସିଂହପୁର ୬୩, ଯାଜପୁର ୧୫୪, ଝାରସୁଗୁଡ଼ା ୩୫୫, କେନ୍ଦ୍ରାପଡ଼ା ୪୮, କନ୍ଧମାଳ ୨୩, କେନ୍ଦୁଝର ୨୦୫, କୋରାପୁଟ ୪୫, ମାଲକାନଗିରି ୧୬, ମୟୂରଭଞ୍ଜ ୧୩୬, ନବରଙ୍ଗପୁର ୨୦୭, ନୟାଗଡ଼ ୯୯, ପୁରୀ ୨୮୬, ରାୟଗଡ଼ା ୧୦୫, ସମ୍ବଲପୁରରୁ ୨୨୯ ,ସୋନପୁରରୁ ୯୯ ଏବଂ ସୁନ୍ଦରଗଡ଼ରୁ ୪୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨୪୧।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୮୮,୪୭୯ରେ ପହଞ୍ଚିଥିବା ବେଳେ ୩,୫୧,୩୮୬ ଜଣ ସୁସ୍ଥ ହୋଇଛନ୍ତି। ୩୫,୦୭୫ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ଅଗ୍ନିବର୍ଷା, ୪୬ ଛୁଇଁଲା ପାରଦ

ଭୁବନେଶ୍ୱର,୩୦।୪: ବାଲେଶ୍ୱରରେ ଅଗ୍ନିବର୍ଷା। ୪୬ ଡିଗ୍ରୀ ଛୁଇଁଲା ତାତି। ଆଜି ଦିନ ୨.୩୦ ସୁଦ୍ଧା ବାଲେଶ୍ୱର ତାପମାତ୍ରା ୪୬ ଡିଗ୍ରୀ, ଭୁବନେଶ୍ୱରରେ ୪୫.୪ ଡିଗ୍ରୀ ଦିନ...

ଅପରାଜିତାଙ୍କୁ ବିହାର ପଠାଇଦେବି: ଭାଜପା ଛାଡିବା ପରେ ବର୍ଷିଲେ କାଳୁ

ଖୋର୍ଦ୍ଧା,୩୦।୪ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିଧାନସଭା ଭାଜପା ଆଶାୟୀ ପ୍ରାର୍ଥୀ କାଳୁଚରଣ ଖଣ୍ଡାୟତରାୟଙ୍କ ଟିକେଟ କଟିବା ପରେ ସେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। କାଳୁଙ୍କ...

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ...

ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ୱର,୩୦।୪: ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର ଦଳୀୟ କର୍ମୀ ଓ ହଜାର ହଜାର...

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଟ୍ବିନ୍‌ ସିଟିକୁ ରେର୍ଡ ଆର୍ଲଟ୍‌ ଜାରି

ଭୁବନେଶ୍ୱର,୩୦।୪: ରାଜ୍ୟରେ ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ...

ବିଜେଡି ବିଧାୟକଙ୍କ ରାଲିରେ ମାଡିଗଲା ଟ୍ରକ୍‌: ୩ ଆହତ

ଭୁବନେଶ୍ୱର,୩୦।୪: କଟକ ଜିଲା ବଡମ୍ବାରେ ବିଜେଡି ବିଧାୟକଙ୍କ ରାଲି ଉପରକୁ ମାଡିଗଲା ଟ୍ରକ୍‌। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ବଡମ୍ବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri