T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ ମ୍ୟାଚରେ ପାକିସ୍ତାନକୁ ୬୧ ରନରେ ପରାସ୍ତ…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି । ବରିଷ୍ଠ ନାଗରିକମାନଙ୍କ ବିଭିନ୍ନ ଅବଦାନ, ଅଭିଜ୍ଞତା…

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ ୨୫ ଲକ୍ଷ ୧୦ମ ଶ୍ରେଣୀରେ ଏବଂ…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି । ପଚରାଉଚରା ସମୟରେ, ଅଭିଯୁକ୍ତ ଚାଞ୍ଚଲ୍ୟକର ଖୁଲାସା…

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ ଗ୍ରାମର ପଦ୍ମନାଭ ଶତପଥୀ(୭୦) ଓ ନର୍ସିଂହୋମର…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର, ଆଟ୍‌ଲାଣ୍ଟିକ ଓ ଭାରତ ମହାସାଗରର କିଛି…

ଗାଈ ସଂଗ୍ରହାଳୟ

ଉତ୍ତର ପ୍ରଦେଶର ଏକ ସରକାରୀ ସଂସ୍ଥା ‘ଉତ୍ତର ପ୍ରଦେଶ ବ୍ରଜ ତୀର୍ଥ ବିକାଶ ପରିଷଦ’ ମଥୁରାଠାରେ ଭାରତର ପ୍ରଥମ ‘କାଓ କଲ୍‌ଚର ମ୍ୟୁଜିୟମ୍‌’ ବା ଗାଈ ସଂସ୍କୃତି ସଂଗ୍ରହାଳୟ ପ୍ରତିଷ୍ଠା କରିବ ବୋଲି ନିକଟରେ ଘୋଷଣା କରିଛି। ଏହା ଗାଈମାନଙ୍କ ଧର୍ମୀୟ,…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ ତାଙ୍କ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ମଧ୍ୟ ଶପଥ ନେବେ। ଏଥିପାଇଁ ସରକାରୀ ସ୍ତରରେ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି ପାଇଥିବା ସୋମବାର ପ୍ରକାଶିତ ଏକ ସରକାରୀ ସର୍ଭେରୁ ଜଣାପଡ଼ିଛି। ଗତ ମାସରେ ଉଭୟ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା ପ୍ରଦାନ କରାଯିବ । ସରକାର ଏକାଥରେ କୋଟିଏ ମହିଳାଙ୍କ ଖାତାକୁ ୫ ହଜାର…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ। ଅରୁଣାଚଳ ସୀମାରୁ ମାତ୍ର ୮୦୦ କିଲୋମିଟର ଦୂର ସିଚୁଆନ୍ ପାର୍ବତ୍ୟ ଅଞ୍ଚଳରେ ଚାଲିଛି…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ ୮ଟା ୫୦ ମିନିଟ୍‌ରେ ରାସେଶ୍ୱରୀଙ୍କ ପରଲୋକ ଘଟିଥିବା ନେଇ ପରିବାର ଲୋକଙ୍କ ପକ୍ଷରୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ କିଣୁଛନ୍ତି। ଏହାର ପ୍ରଭାବ କ୍ରିକେଟ ପାଇଁ ପାଗଳ ପ୍ରତ୍ୟେକ ଭାରତୀୟଙ୍କ ଉପରେ ପଡୁଛି।…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମୌଖିକ ଟିପ୍ପଣୀ ଦେଇଛନ୍ତି। ଏକ ବଳାତ୍କାର ମାମଲାର ଜାମିନ ଆବେଦନ ଶୁଣାଣି…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ ବୃଦ୍ଧି ପାଇଛି। ଗତ ଡିସେମ୍ବର ମାସରେ ଏହା ୦.୮୩% ରହିଥିବା ବେଳେ ଜାନୁଆରୀରେ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ ପଟ୍ଟନାୟକଙ୍କୁ ମୋର କିଛି ପଚାରିବାକୁ ଇଚ୍ଛା ନାହିଁ କି ଆଶା ନାହିଁ ବୋଲି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri