Posted inଖେଳ

ଶ୍ରୀଲଙ୍କାର ଦୃଢ ଜବାବ

ପାଲିକେଲ (ଶ୍ରୀଲଙ୍କା), ୨୫ା୪-ସ୍ଥାନୀୟ ପାଲିକେଲ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପ୍ରଥମ କ୍ରିକେଟ ଟେଷ୍ଟ ମ୍ୟାଚରେ ବାଂଲାଦେଶର ପ୍ରଥମ ଇନିଂସ ସ୍କୋର ୫୪୧/୭ ଜବାବରେ ଶ୍ରୀଲଙ୍କା ଶନିବାର ଚତୁର୍ଥ ଦିବସ ଖେଳ ଶେଷ ସୁଦ୍ଧା ୩ ଉଇକେଟ ବିନିମୟରେ ୫୧୨ରନ କରିଛି। ମ୍ୟାଚ ସମ୍ଭବତଃ ଡ୍ର ଆଡକୁ ଗତି କରିଛି। ଘରୋଇ ଦଳ ସକାଳେ ପୂର୍ବଦିନର ଅସମାପ୍ତ ସ୍କୋର ୨୨୯/୩ରୁ ଖେଳ ଆରମ୍ଭ କରିଥିଲା। ଚତୁର୍ଥ ଦିବସରେ ବାଂଲାଦେଶ ବୋଲରମାନେ ପ୍ରଭାବହୀନ ସାବ୍ୟସ୍ତ ହୋଇଥିଲେ। ସେମାନେ ଗୋଟିଏ ହେଲେ ଉଇକେଟ ପତନ ଘଟାଇ ପାରି ନ ଥିଲେ। ଷ୍ଟମ୍ପ୍ସ ଅପସାରଣ ବେଳକୁ ଦିମୁଥ କରୁଣାରନେତ୍ ୨୩୪ ଏବଂ ଧନଞ୍ଜୟ ଡି’ସିଲ୍‌ଭା ୧୫୪ରନ କରି ଅପରାଜିତ ରହିଛନ୍ତି। ଦୁଇ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଚତୁର୍ଥ ଉଇକେଟରେ ୩୨୨ରନର ପାର୍ଟନରଶିପ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri