କାକୁଡି ଜୁସ୍‌ର ଫାଇଦା

କାକୁଡ଼ିକୁ ଅନେକେ ସାଲାଡ୍‌ କରି ଖାଇବାକୁ ପସନ୍ଦ କରିଥାନ୍ତି। କିନ୍ତୁ ଏହାକୁ ଗ୍ରାଇଣ୍ଡିଂ କରି ଏହାର ଜୁସ୍‌ ପିଇଲେ ବି ଶରୀରକୁ ଅନେକ ଫାଇଦା ମିଳିଥାଏ। ଏପରି କି ଖରାଦିନେ କୋଲ୍ଡ ଡ୍ରିଙ୍କ୍ସ ପିଇବାକୁ ପସନ୍ଦ କରୁଥିବା ବ୍ୟକ୍ତିମାନେ ତାକୁ ନ ପିଇ ଯଦି ନିୟମିତ କାକୁଡି ଜୁସ୍‌ ପିଅନ୍ତି, ତା’ହେଲେ ସେମାନଙ୍କ ମନ, ମସ୍ତିଷ୍କ ଓ ସ୍ବାସ୍ଥ୍ୟ ଭଲ ରହିଥାଏ। ତା’ଛଡ଼ା ଯେଉଁମାନେ ଓଜନ କମାଇବା ପାଇଁ ଡାଇଟିଂ କରୁଛନ୍ତି, ସେମାନେ ତାଙ୍କ ଡାଏଟ୍‌ ଚାର୍ଟରେ କାକୁଡି ଜୁସ୍‌କୁ ସାମିଲ କଲେ ଦୁଇଗୁଣା ଫାଇଦା ମିଳିଥାଏ। ଏହି ଜୁସ୍‌ରେ ପ୍ରଚୁର ମାତ୍ରାରେ ଭିଟାମିନ୍‌ ବି, ପୋଟାସିୟମ୍‌ ଓ ଆଣ୍ଟିଅକ୍ସିଡାଣ୍ଟ ରହୁଥିବାରୁ ଚେହେରାକୁ ଉଜ୍ଜ୍ୱଳତା ପ୍ରଦାନ କରିବା ସହ ଖରାଦିନେ ଶରୀରକୁ ହାଇଡ୍ରେଟ୍‌ ରଖିବାରେ ବି ଏହା ବେଶ୍‌ ସହାୟକ ହୋଇଥାଏ। ସେହିପରି କ୍ୟାନ୍‌ସର୍‌ ସହ ଲଢ଼ିବା, ରକ୍ତଚାପକୁ ନିୟନ୍ତ୍ରଣରେ ରଖିବା, ଶରୀରର ଅସ୍ଥିଗୁଡ଼ିକୁ ମଜଭୁତ୍‌ କରିବା, ପାଚନ କ୍ରିୟାକୁ ସକ୍ରିୟ କରିବା ତଥା ମୁଖର ଦୁର୍ଗନ୍ଧକୁ ଦୂର କରିବାରେ ବି କାକୁଡି ଜୁସ୍‌ ବହୁତ ଉପକାରୀ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷ ପରେ ମହିଳାଙ୍କ କାହିଁକି ଅଧିକ କେଶ ଝଡ଼େ? ଜାଣନ୍ତୁ ପ୍ରତିକାର

ପୁରୁଷ ହେଉ କି ମହିଳା, କେଶ ଝଡ଼ିବା ଏକ ସାଧାରଣ ସମସ୍ୟା। ତଥାପି ୪୦ ବର୍ଷ ବୟସ ପରେ ମହିଳାମାନଙ୍କର କେଶ ଝଡ଼ିବାର ସମ୍ଭାବନା ଅଧିକ...

ଧନୁ ସଂକ୍ରାନ୍ତିରେ ଖୋଲିବ ଏହି ରାଶିର ଭାଗ୍ୟ, ମିଳିବ ଖୁସି ଖବର

ଆଜିଠାରୁ ଧନୁ ରାଶିର ସମୟ ଆରମ୍ଭ ହେଉଛି, ଯାହା ପରିବେଶକୁ ପୂର୍ବ ଅପେକ୍ଷା ଅଧିକ ସକାରାତ୍ମକ ଏବଂ ଭବିଷ୍ୟତମୁଖୀ କରିବ। ଲୋକମାନେ ବଡ଼ ଲକ୍ଷ୍ୟ ରଖିବେ...

ରାତି ପାହୁପାହୁ ବଦଳିବ ଏସବୁ ରାଶିଙ୍କ ଭାଗ୍ୟ, ବସିଥିବେ ହଠାତ୍‌ ପହଞ୍ଚିବ ଟଙ୍କା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଯେତେବେଳେ କୌଣସି ଗ୍ରହ ନିଜ ରାଶି ପରିବର୍ତ୍ତନ କରନ୍ତି ସେତେବେଳେ ଏହାର ପ୍ରଭାବ ସିଧା କିଛି ରାଶିର ବ୍ୟକ୍ତି ବିଶେଷଙ୍କ ଉପରେ...

ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…

ନୂଆଦିଲ୍ଲୀ,୧୫।୧୨: ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ହେଉଛି ଛାତିରେ ଯନ୍ତ୍ରଣା। କିନ୍ତୁ ଅନେକ କ୍ଷେତ୍ରରେ, ହୃଦଘାତର ଲକ୍ଷଣ ସମ୍ପୂର୍ଣ୍ଣ ଭିନ୍ନ ହୋଇପାରେ, ବିଶେଷକରି ମହିଳାଙ୍କ କ୍ଷେତ୍ରରେ।...

ମୃତ୍ତିକା ପ୍ରଦୂଷଣ ବଢ଼ାଉଛି ପ୍ଲାଷ୍ଟିକ୍‌

ପ୍ଲାଷ୍ଟିକ୍‌ ପ୍ରଦୂଷଣ ମଧ୍ୟ ସ୍ଥଳଭାଗରେ ନିଜର କାୟା ବିସ୍ତାର କରି ଚାଲିଛି। ପ୍ଲାଷ୍ଟିକ୍‌ ଆବର୍ଜନାକୁ ଖାଦ୍ୟ ବୋଲି ମନେକରି କିଛି ଜୀବ ଭକ୍ଷଣ କରିଥାନ୍ତି। ଏହା...

ଶରୀର ପାଇଁ ଉପକାରୀ ଗାଜର, ହାର୍ଟକୁ ସୁସ୍ଥ ରଖିବା ସହ…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ଏଥିରେ ଭିଟାମିନ, ଫାଇବର୍‌ ଓ ଆଣ୍ଟି ଅକ୍ସିଡାଣ୍ଟ ଉପାଦାନ ଭରି ହୋଇରହିଛି। ଏଥିରେ ଏଭଳି ଉପକାରୀ ତତ୍ତ୍ୱ...

ବଂଶଗତ ରୋଗ ଥାଲାସିମିଆ

ଥାଲାସିମିଆ ଏକ ବଂଶଗତ ରକ୍ତ ରୋଗ। ଏହି ରୋଗରେ ଶରୀରରେ ଅକ୍ସିଜେନ୍‌ ପରିବହନକାରୀ ହେମୋଗ୍ଲୋବିନ୍‌ର ଗଠନ ତ୍ରୁଟିପୂର୍ଣ୍ଣ ହୋଇଯାଇଥାଏ। ଏହାଫଳରେ ଦେଖାଦିଏ ‘ଆନିମିଆ’ ବା ରକ୍ତାଳ୍ପତା।...

ରାତ୍ରିଭୋଜନ ବିଳମ୍ବରେ କରୁଥିଲେ, ହୋଇଯାନ୍ତୁ ସାବଧାନ: ନ ହେଲେ ହେବ ଏସବୁ ରୋଗ

ବିଭିନ୍ନ କାର୍ଯ୍ୟବ୍ୟସ୍ତତା ସହ ପରିବାର ସଦସ୍ୟ ଓ ପିଲାଙ୍କ ଖାଇବା ପରେ ଅଧିକାଂଶ ମହିଳା ରାତ୍ରିଭୋଜନ ବିଳମ୍ବରେ କରିଥା’ନ୍ତି। ହେଲେ ନିଜ ଖାଦ୍ୟ ପ୍ରତି ଅବହେଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri