ପିପିଲି ଉପନିର୍ବାଚନ: ବିଶ୍ୱକେଶନ ଦାଖଲ କଲେ ପ୍ରାର୍ଥିପତ୍ର

ଭୁବନେଶ୍ୱର,୨୬ା୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ସୋମବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମଙ୍ଗଳପୁର ବ୍ଲକ କଂଗ୍ରେସ କାର୍ଯ୍ୟାଳୟରୁ ବିଶ୍ୱକେଶନ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ବାହାରି ଥିଲେ। ପୁରୀ ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଏହି ସମୟରେ ପୂର୍ବତନ ଏମ୍‌ପି ପ୍ରଦୀପ ମାଝୀ, ବିଧାୟକ ସୁରେଶ ରାଉତରାୟଙ୍କ ସହ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଏପ୍ରିଲ ୧୭ ତାରିଖରେ ପିପିଲି ଉପନିର୍ବାଚନ ହେବାର ଥିଲା। ହେଲେ ୧୪ ତାରିଖରେ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତଙ୍କ ଦେହାନ୍ତ ପରେ ନିର୍ବାଚନ କମିଶନ ସାନି ନିର୍ବାଚନ ତାରିଖ ଘୋଷଣା କରିଥିଲେ। ମେ ୧୩ ତାରିଖରେ ଭୋଟ ହେବା ଲାଗି ତାରିଖ ସ୍ଥିର ହୋଇଥିଲା। ହେଲେ ପୁଣି ନିର୍ବାଚନ କମିଶନ ମେ ୧୬ରେ ପିପିଲି ଉପନିର୍ବାଚନ ଲାଗି ତାରିଖ ସ୍ଥିର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri