Posted inଖେଳ

ଆଇଓସି ଉପସଭାପତି ଜନାର୍ଦ୍ଦନଙ୍କ ପରଲୋକ

ନୂଆଦିଲ୍ଲୀ, ୨୯।୪(ପି.ଟି.): ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓସି) ଉପସଭାପତି ଜନାର୍ଦ୍ଦନ ସିଂ ଗେହଲଟ ବୁଧବାର ଜୟପୁରରେ ପ୍ରାଣ ହରାଇଛନ୍ତି। ଦୀର୍ଘଦିନ ଧରି ଅସୁସ୍ଥ ରହିବା ପରେ ଜନାର୍ଦ୍ଦନ ୭୦ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି ବୋଲି କୁହାଯାଇଛି।
ପୂର୍ବତନ ରାଜସ୍ଥାନ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିବା ଏହି କ୍ରୀଡ଼ା ପ୍ରଶାସକ ଜଣକ ଅନ୍ତର୍ଜାତୀୟ କବାଡି ଫେଡେରେଶନର ପ୍ରତିଷ୍ଠାତା ଅଧ୍ୟକ୍ଷ ଥିଲେ। ୨୦୧୩ ପର୍ଯ୍ୟନ୍ତ ସେ ୨୮ ବର୍ଷ ଧରି ଆମେଚର କବାଡ଼ି ଫେଡେରେଶନ ଅଫ୍‌ ଇଣ୍ଡିଆ ମୁଖ୍ୟ ରହିଥିଲେ। ମୃତ୍ୟୁ ବେଳକୁ ସେ ମଧ୍ୟ ରାଜସ୍ଥାନ ଅଲିମ୍ପିକ ଆସୋସିଏଶନର ଅଧ୍ୟକ୍ଷ ରହିଥିଲେ। ତାଙ୍କ ଦେହାନ୍ତରେ ଆଇଓସି ଅଧ୍ୟକ୍ଷ ନରିନ୍ଦର ବାତ୍ରା ଶୋକପ୍ରକାଶ କରିଛନ୍ତି। ୨୦୧୭ ନିର୍ବାଚନରେ ସେ ଅନ୍ୟ ୯ ଜଣଙ୍କ ସମେତ ଆଇଓସି ଉପସଭାପତି ଭାବେ ନିର୍ବାଚିତ ହୋଇଥିଲେ। ରାଜସ୍ଥାନ ରାଜ୍ୟପାଳ କଲରାଜ ମିଶ୍ରା ଓ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ରାଜନୀତି ଓ କ୍ରୀଡ଼ା ପ୍ରତି ଜନାର୍ଦ୍ଦନଙ୍କ ବିଶେଷ ଯୋଗଦାନ ଥିଲା ବୋଲି ଗେହଲଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍‌? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!

ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri