ଦିନିକିଆରେ ଓ୍ବିଲିୟମସନଙ୍କ ୬ ହଜାର ରନ୍‌

ଲଡର୍‌ସ,୩୦।୬- ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ପ୍ରଥମ ପରାଜୟ ବରଣ କରିଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ୫୧ ବଲରୁ ୪୦ ରନ୍‌ କରିଥିଲେ। ଏହି ଅବସରରେ ସେ ଦିନିକିଆ କ୍ରିକେଟରେ ୬ ହଜାର ରନ୍‌ ପୂରଣ କରିଛନ୍ତି। ଓ୍ବିଲିୟମସନ ୩ୟ ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଏହି ମାଇଲଷ୍ଟୋନ ଛୁଇଁଛନ୍ତି। ସେ ୧୩୯ତମ ଦିନିକିଆ ଇନିଂସ୍‌ରେ ଏହି ସଫଳତା ପାଇଛନ୍ତି। ଦିନିକିଆ କ୍ରିକେଟରେ ୬ ହଜାର ରନ୍‌ ପୂରଣ କରିବାରେ ଦକ୍ଷିଣ ଆଫ୍ରିକାର ହାସିମ ଅମ୍‌ଲ (୧୨୩ତମ ଇନିଂସ) ଦ୍ରୁତତମ ବ୍ୟାଟ୍ସମ୍ୟାନ। ତାଙ୍କ ପଛକୁ ଭାରତୀୟ ଅଧିନାୟକ ବିରାଟ କୋହଲି (୧୩୬ତମ) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବିଶ୍ୱକପ ଦଳ ଚୟନକୁ ସମର୍ଥନ କଲେ ରୋହିତ

ମୁମ୍ବାଇ,୨ା୫: ଟି୨୦ କ୍ରିକେଟ ବିଶ୍ୱକପ ପାଇଁ ଦଳ ଚୟନକୁ ସମର୍ଥନ କରିଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ଗୁରବାର ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା...

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍...

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ...

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର...

ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍‌ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ...

ଅରେଞ୍ଜ୍‌ କ୍ୟାପ୍‌ ଉପରେ କବ୍‌ଜା କଲେ ଗାଏକ୍ୱାଡ୍‌: ଏହି କ୍ରିକେଟର୍‌ଙ୍କ ପାଖରେ ଅଛି ପର୍ପଲ୍‌ କ୍ୟାପ୍‌

ନୂଆଦିଲ୍ଲୀ,୨।୫: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଋତୁରାଜ ଗାଇକ୍ୱାଡ ପଞ୍ଜାବ କିଙ୍ଗସ ବିପକ୍ଷରେ ୫ ଚୌକା ଓ ୨ ଛକା ସହାୟତାରେ ୪୮ ବଲରେ ୬୨...

ଆଇପିଏଲ୍‌ ପ୍ଲେ ଅଫ୍‌ ରେସ୍‌ ହେଉଛି ରୋଚକ: ଜାଣନ୍ତୁ କିଏ ଏବେ କେଉଁ ସ୍ଥାନରେ ଅଛନ୍ତି…

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ର ୪୯ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ...

ମାତ୍ର ୨୩ ବର୍ଷରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଏହା ପଛର କାରଣ କରିବ ଭାବପ୍ରବଣ

ମାତ୍ର ୨୩ ବର୍ଷରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଏହା ପଛର କାରଣ କରିବ ଭାବପ୍ରବଣ ନୂଆଦିଲ୍ଲୀ,୨।୫: ଖେଳାଳିମାନେ ପ୍ରାୟ ୩୫ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri