ପୁରୁଷୋତ୍ତମପୁରରେ ନୂତନ ଏସଡିପିଓଙ୍କ କାର୍ଯ୍ୟରେ ଯୋଗ ଦାନ, ଏସବୁ ଦିଗ ପ୍ରତି ଦେବେ ଧ୍ୟାନ

ପୁରୁଷୋତ୍ତମପୁର,୩୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ଏସ୍‌ଡିପିଓ ଭାବେ ସୂର୍ଯ୍ୟମଣି ପ୍ରଧାନ ଶୁକ୍ରବାର କାର୍ଯ୍ୟରେ ଯୋଗଦେଇଛନ୍ତି। ପୂର୍ବରୁ ସେ ଆସିକା ଏସ୍‌ଡିପିଓ ଭାବେ କାର୍ଯ୍ୟ କରୁଥିଲେ। ଏହି ଅବସରରେ ତାଙ୍କୁ ପୁରୁଷୋତ୍ତମପୁର ଆଇଆଇସି ଜଗନ୍ନାଥ ମଲ୍ଲିକ, ପୋଲସରା ଆଇଆଇସି ଜିତେନ୍ଦ୍ରକୁମାର ମଲ୍ଲିକ ପ୍ରମୁଖ ସମ୍ବର୍ଦ୍ଧନା ଜଣାଇଛନ୍ତି। ଏହି ଅବସରରେ କରୋନାକୁ କିପରି ନିୟନ୍ତ୍ରଣ କରି ଲୋକଙ୍କୁ ସୁରକ୍ଷିତ ରଖାଯିବ ସେନେଇ ପ୍ରଥମେ ଗୁରୁତ୍ୱ ଦେବାସହ ଅଞ୍ଚଳରେ ଥିବା ଅପରାଧୀଙ୍କୁ ଦମନକରି ଲୋକଙ୍କୁ ନ୍ୟାୟ ପ୍ରଦାନ ମୂଳ ଲକ୍ଷ୍ୟ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗୁମ୍ମା ଭଲିବଲ ଟିମ ବିଜୟୀ

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ଦିବସରେ ସୋମବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri