ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତରଙ୍କ ସମେତ ୭ ଷ୍ଟାଫ୍‌ କରୋନା ପଜିଟିଭ୍‌

ଲୋଇସିଂହା,୧।୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏବେ ଜଟିଳ ପରିସ୍ଥିତି ସୃଷ୍ଟି ହୋଇଛି। ଗତ ୧୦ ଦିନରେ ଡାକ୍ତରଙ୍କ ସମେତ ୭ ଷ୍ଟାଫ୍‌ କରୋନା ସଂକ୍ରମିତ ହୋଇଛନ୍ତି।

ଡାକ୍ତରଖାନା ସୂତ୍ରରୁ ପ୍ରକାଶ ଯେ, ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଅବସ୍ଥାପିତ ୫ ଡାକ୍ତର ସମେତ ଜଣେ ଏଲ୍‌ଟି ଓ କାଉନସେଲିଂ କର୍ମଚାରୀ ସଂକ୍ରମିତ ହୋଇ ହୋମ୍‌ ଆଇସୋଲେଶନରେ ରହିଥିବା ପିଏଚ୍‌ଓ ରମେଶ ସାହୁ ଓ ବିପିଏମ ସନ୍ତୋଷ ଦୋରାଙ୍କ ସୂତ୍ରରୁ ପ୍ରକାଶ। ଏହାକୁ ନେଇ ଅନ୍ୟ କର୍ମଚାରୀଙ୍କ ମଧ୍ୟରେ ଛନକା ପଶିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri