Posted inଖେଳ

ଆଇପିଏଲ୍‌ରେ ବଡ଼ ଝଟ୍‌କା: ସ୍ଥଗିତ ହୋଇପାରେ ଆଜିର ମ୍ୟାଚ୍‌

ନୂଆଦିଲ୍ଲୀ,୩।୫: ଆଜି ଖେଳାଯିବାକୁ ଥିବା କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଆଇପିଏଲର ୩୦ତମ ମ୍ୟାଚ ସ୍ଥଗିତ ହୋଇପାରେ। କେକେଆରର ଅନେକ ଖେଳାଳି ଜ୍ୱରରେ ପୀଡିତ ଅଛନ୍ତି। ଦୁଇ ଖେଳାଳିଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ପାଟ କମିନ୍ସଙ୍କ ସମେତ କୋଲକାତା ଦଳର ଅନେକ ଖେଳାଳି ଏବଂ ସହାୟକ କର୍ମଚାରୀ ଅସୁସ୍ଥ ଅଛନ୍ତି। ଏହି କାରଣରୁ, ଆରସିବି ବିପକ୍ଷ ମ୍ୟାଚକୁ ସ୍ଥଗିତ ରଖାଯିବାର ସମ୍ଭାବନା ସୃଷ୍ଟି ହୋଇଛି।
ଏହି ସିଜିନରେ କୋଲକାତାର ପ୍ରଦର୍ଶନ ଭଲନାହିଁ। ପଏଣ୍ଟ ଟେବୁଲରେ ଦଳ ସପ୍ତମ ସ୍ଥାନରେ ରହିଛି। ଏପର୍ଯ୍ୟନ୍ତ ଖେଳାଯାଇଥିବା ୭ଟି ମ୍ୟାଚ ମଧ୍ୟରୁ କେକେଆର କେବଳ ଦୁଇଟି ଜିତିଥିବାବେଳେ ପାଞ୍ଚଟିରେ ପରାଜୟର ସମ୍ମୁଖୀନ ହୋଇଛି। ଦଳ ଗତ ଚାରିଟି ମ୍ୟାଚ ମଧ୍ୟରୁ ୩ଟି ହାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ସାରା ବିଶ୍ୱକୁ ମଦ ପରସିବ ପାକିସ୍ତାନ! ମୁନିରଙ୍କ ଘର ନିକଟରେ ଫ୍ୟାକ୍ଟ୍ରି, ୫୦ ବର୍ଷ ପରେ ଉଠିଲା ବ୍ୟାନ

ଇସଲାମାବାଦ,୨୫।୧୨: ଇସଲାମିକ ଦେଶ ପାକିସ୍ତାନ ଅନେକ ଦଶନ୍ଧି ପରେ ପୁଣି ଥରେ ବିଶ୍ୱକୁ ମଦ ବିକ୍ରି କରିବାକୁ ଯାଉଛି। ୫୦ ବର୍ଷରୁ ଅଧିକ ସମୟର ନିଷେଧ...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri