ଡାଇଗ୍ନୋଷ୍ଟିକ ସେଣ୍ଟରକୁ ୧ ଲକ୍ଷ ଜରିମାନା

କେନ୍ଦୁଝର, ୩।୫: କେନ୍ଦୁଝରଗଡ଼ ପୌରାଞ୍ଚଳରେ କୋଭିଡ୍‌ ଆଇନ ଉଲ୍ଲଂଘନ ଅଭିଯୋଗରେ ଜିଲା ପ୍ରଶାସନ ପକ୍ଷରୁ ମୁଖ୍ୟ ଚିକିତ୍ସାଳୟ ନିକଟରେ ଥିବା ସାଇଦେବ ଡାଇଗ୍ନୋଷ୍ଟିକ ସେଣ୍ଟର ମାଲିକଙ୍କଠାରୁ ୧ ଲକ୍ଷ ଟଙ୍କା ଜରିମାନା ଆଦାୟ କରାଯାଇଛି। କରୋନା ସଂକ୍ରମଣ ପାଇଁ କଟକଣା ଲାଗୁ କରାଯାଇଥିବା ବେଳେ ଉକ୍ତ ସେଣ୍ଟରରେ ପ୍ରବଳ ଭିଡ଼ ସହ ସାମାଜିକ ଦୂରତ୍ୱ ରକ୍ଷା ହୋଇ ନ ଥିବାରୁ ଏଭଳି ଜରିମାନା କରାଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ଶ୍ରୀମୟୀ: ରାଜନୀତିରେ ହଲଚଲ…

ଭୁବନେଶ୍ୱର,୨୩।୧୨: ବିଜେଡିରୁ ବହିଷ୍କାର ହୋଇଥିବା ଶ୍ରୀମୟୀ ମିଶ୍ର ବାରମ୍ବାର ଦଳକୁ ଟାର୍ଗେଟ କରୁଛନ୍ତି। ସେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନୁହେଁ, ବିଜେଡିର ପୂର୍ବତନ ନେତା...

ହ୍ୟୁମାନଙ୍କ ମା’ଙ୍କ ଏତଲା ପରେ ମୁହଁଖୋଲିଲେ ADCP: କହିଲେ ଜଣଜଣଙ୍କୁ…

କଟକ,୨୩।୧୨: ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ମା’ ଶେଫାଳୀ ସୁନାଙ୍କ ଏତଲା ପ୍ରସଙ୍ଗରେ ମୁହଁ ଖୋଲିଲେ ADCP। କଟକ ADCP ଅମରେନ୍ଦ୍ର ପଣ୍ଡାଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି,...

ଶୁଭମନ ଗିଲ ଏବଂ ଚୟନକର୍ତ୍ତାଙ୍କ ମଧ୍ୟରେ ହୋଇଥିଲାବଡ଼ ଚୁକ୍ତି, ଅଧିନାୟକ ଭାବରେ ଫେରିବେ ଓପନର, ହେଲେ କିଏ ଥିଲେ ଏହାର ମଧ୍ୟସ୍ଥି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟର ପାୱାର କରିଡରରେ ପୁଣି ଥରେ ଏକ ବଡ଼ ହଇଚଇ ସୃଷ୍ଟି ହୋଇଛି। ଶୁବମନ ଗିଲଙ୍କ ନାମ ଅଧିନାୟକତ୍ୱ, ରାଜନୀତି ଏବଂ ବିଶ୍ୱସନୀୟତାର...

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

ଗାଁକୁ ଫେରୁଥିଲେ ଦୁଇ ସାଙ୍ଗ: କଲେଜ ଛକରେ ହେଲା ବଡ଼ Accident, ଛିଟିକି ପଡିଲେ…

ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ...

କେନାଲ ଭିତରେ ପଡ଼ିଛି ନରକଙ୍କାଳ, ଏଥିରେ ଲାଗିଛି…

ବ୍ରହ୍ମପୁର,୨୩ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଏକ କେନାଲ ଭିତରେ ପଡ଼ିଛି ନରକଙ୍କାଳ। ଏହାକୁ ନେଇ ଏବେ ବ୍ରହ୍ମପୁର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ଥାନା ପୋଲିସ କଙ୍କାଳ...

ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ: ପହଞ୍ଚିଗଲେ..

କଟକ,୨୩।୧୨: ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ। ହଠାତ୍‌ ହେଲା ଚଢ଼ାଉ। ଏଭଳି ଘଟଣା ଘଟିଛି କଟକରେ। କଟକର ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟର୍‌ ଉପରେ ଚଢାଉ...

୨୪ ବର୍ଷ ପରେ ଓଡ଼ିଆ ପୁଅର ଅବଦାନକୁ ମିଳିଲା ସ୍ୱୀକୃତି

ଭୁବନେଶ୍ୱର,୨୩।୧୨: ୨୦୦୧ରେ ବିଶ୍ୱ ମଞ୍ଚରେ ଆତଙ୍କବାଦ ବିରୋଧୀ ଯୁଦ୍ଧ (War Against Terrorism) ସମୟରେ, ଭାରତୀୟ ନୌସେନାର ଅନେକ ଯୁଦ୍ଧଜାହାଜ ପସିଆନ୍‌ ଗଲ୍‌ଫ୍‌ ଅଞ୍ଚଳରେ ମୁତୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri