ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ ତାଙ୍କ ୩ ସହଯୋଗୀଙ୍କୁ ପୋଲିସ କାବୁ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’ ୩ରେ ଅନୁଷ୍ଠିତ ହୋଇଥିବା ଏନ୍‌ଇଇଟି-ୟୁଜି ପରୀକ୍ଷା…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌ ହର୍ସ (ଅନଭିଜ୍ଞ ବା ଅଣପ୍ରଶିକ୍ଷିତ ଘୋଡ଼ା)…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ ଠିକଣା ଜାଗାରେ ଶୁଅନ୍ତି କି ନାହିଁ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି ଜଘନ୍ୟ ଘଟଣା ଗୁଜରାଟର ମୋରବି ଅଞ୍ଚଳରେ…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି। ଆସନ୍ତା ଜୁଲାଇ ୧ରୁ ୨୦୨୬-୨୭ ଶିକ୍ଷାବର୍ଷର…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ ଏବଂ ବିକ୍ରମଗଡ଼ ରେଳ ଷ୍ଟେସନ ମଧ୍ୟରେ ଘଟିଛି। ଅଗ୍ନିକାଣ୍ଡ ଯୋଗୁଁ ଦିଲ୍ଲୀ-ମୁମ୍ୱାଇ ରେଳ…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ ଲୋକମାନେ ଲମ୍ୱା ଲାଇନ୍‌ରେ ପେଟ୍ରୋଲ, ଡିଜେଲ ନେବାକୁ ଅପେକ୍ଷା କରି ରହିଥିବାର ଦୃଶ୍ୟ…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ନୂଆ ନିୟମ ଅନୁଯାୟୀ, ଦମ୍ପତିମାନେ ତୃତୀୟ ସନ୍ତାନ ଜନ୍ମ…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା (Restricted Category)ରେ ସାମିଲ କରିଛନ୍ତି। ଏହାର ଅର୍ଥ ହେଉଛି, ଏଣିକି ଏହି ସବୁ…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ ଯୋଗୁଁ ସହରର ଷ୍ଟେଚୁ ନିକଟ ଟେଲିଫୋନ ଭବନ ପାଖରେ ଏକ ଗଛ ଭାଙ୍ଗି…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ ମାସିକ ବଜେଟ ଉପରେ ସବୁଠାରୁ ଅଧିକ ଅନୁଭୂତ ହୁଏ। ଏହି ପୃଷ୍ଠଭୂମିରେ, ଶୁକ୍ରବାର…

ମମତା ପଶ୍ଚିମବଙ୍ଗରେ ପ୍ରଦାନ କରିଥିଲେ ୧.୬୯ କୋଟି SC-ST-OBC ପ୍ରମାଣପତ୍ର, କଡ଼ା ଯାଞ୍ଚ ନିର୍ଦ୍ଦେଶ ଦେଲେ ଶୁଭେନ୍ଦୁ ସରକାର

କୋଲକାତା,୧୬ା୫: ୨୦୧୧ରୁ ଜାରି ହୋଇଥିବା ସମସ୍ତ ୧.୬୯ କୋଟି SC-ST-OBC ବର୍ଗ ପ୍ରମାଣପତ୍ରକୁ ପୁନଃ ଯାଞ୍ଚ କରିବାକୁ ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ଜିଲା ମାଜିଷ୍ଟ୍ରେଟ୍‌ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କାରଣ ଗତ କିଛି ବର୍ଷ ମଧ୍ୟରେ ଡକ୍ୟୁମେଣ୍ଟଗୁଡ଼ିକର ପ୍ରାମାଣିକତା ଉପରେ ପ୍ରଶ୍ନ ଉଠିଛି।…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ ଛୁଇଁଛି ମୌସୁମୀ। ଆଣ୍ଡାମାନ ସାଗରରେ ପହଞ୍ଚିବା ପରେ, ମୌସୁମୀ କେରଳ ଉପକୂଳ ଆଡକୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ ନାଇଜେରିଆ ସୈନ୍ୟବାହିନୀର ମିଳିତ ସହଯୋଗରେ ଏହା ଘଟିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ଜଣେ ବରିଷ୍ଠ ଅଧିକାରୀ ନୂଆଦିଲ୍ଲୀ ଯାଇ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View

ରାଜ୍ୟ

ମେଟ୍ରୋ

ଅନ୍ତର୍ଜାତୀୟ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri