ଆଜି ରାଜ୍ୟରୁ ସୁସ୍ଥ ହେଲେ ୬୧୬୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୫(ବ୍ୟୁରୋ): ମଙ୍ଗଳବାର ରାଜ୍ୟରୁ ୬୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮୯୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୭୮୧ ଏବଂ ଝାରସୁଗୁଡ଼ାରୁ ୫୫୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ନୂଆପଡ଼ାରୁ ୪୪୮, କଟକ ୩୪୨, କଳାହାଣ୍ଡି ୩୨୦, ବରଗଡ଼ ୨୯୮, ସମ୍ବଲପୁର ୨୭୯, ନବରଙ୍ଗପୁର ୨୨୯, ଗଞ୍ଜାମ ୨୧୬, ଯାଜପୁର ୧୮୯, ମୟୂରଭଞ୍ଜ ୧୮୦, ପୁରୀ ୧୪୩, ଅନୁଗୋଳ ୧୦୭, ବାଲେଶ୍ୱର ୧୦୧, ବଲାଙ୍ଗୀର ୯୮, କୋରାପୁଟ ୯୨, କେନ୍ଦୁଝର ୮୯, ଜଗତସିଂହପୁର ୮୭, ଭଦ୍ରକ ୮୬, ନୟାଗଡ଼ ୮୫, ଗଜପତି ୭୮, ରାୟଗଡ଼ା ୭୦, ସୋନପୁର ୬୨, ଦେବଗଡ଼ ୪୨, କେନ୍ଦ୍ରାପଡ଼ା ୩୮, କନ୍ଧମାଳ ୩୭, ମାଲକାନଗିରି ୧୬, ବୌଦ୍ଧରୁ ୧୪ ଏବଂ ଢେଙ୍କାନାଳରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୭୯।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪,୭୯,୭୫୨ରେ ପହଞ୍ଚିଥିବା ବେଳେ ୪,୦୪,୦୬୩ ଜଣ ସୁସ୍ଥ ହୋଇଛନ୍ତି। ୭୩,୫୪୮ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri