Posted inଜାତୀୟ

ସୁରକ୍ଷାକର୍ମୀଙ୍କୁ ସଫଳତା: ଟଳିଲେ ୩ ଆତଙ୍କବାଦୀ

ଶ୍ରୀନଗର,୬।୫: ଜମ୍ମୁ-କଶ୍ମୀରର ଶୋପିଆନ ଜିଲାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ତିନିଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହାସହ ଜଣେ ଆତଙ୍କବାଦୀ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ତୌସିଫ ଅହମ୍ମଦ। ଶୋପିଆନର କନିଗାମରେ ଏହି ଏନକାଉଣ୍ଟର ହୋଇଥିଲା। ପୂର୍ବରୁ ସୂଚନା ପାଇଁ ଗ୍ରାମକୁ ସୁରକ୍ଷାକର୍ମୀ ମାନେ ଘେରି ରହି ଏହି ସଫଳତା ପାଇଛନ୍ତି। ସୂଚନାଯୋଗ୍ୟ, ଗତ ମାସରେ ସୁରକ୍ଷା ବାହିନୀ ଆତଙ୍କବାଦୀ ସଂଗଠନ ଅଲ ବଦରର ଜଣେ ଆତଙ୍କବାଦୀଙ୍କୁ ଗିରଫ କରିଥିଲା। ତାଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରାଯାଇଥିଲା। ଏହି ଆତଙ୍କବାଦୀ ଗୁଲଜାର ଅହମ୍ମଦ ଭଟ ନିବାସୀ ବାଥପୋରା ଅରବାନୀ ଅନନ୍ତନାଗ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରବିନ୍ଦ କେଜରିଓ୍ବାଲ ବାରାଣାସୀରୁ ଲଢନ୍ତୁ ଲୋକ ସଭା ନିର୍ବାଚନ: ଏସପି ନେତାଙ୍କ ଦାବି

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନ ମଧ୍ୟରେ ସମାଜବାଦୀ ପାର୍ଟିର ନେତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପରାମର୍ଶ ଦେଇଛନ୍ତି।...

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଟିପ୍ସ, କହିଲେ ସଫଳ ବିବାହାର ଆଧାର ସହନଶୀଳତା

ନୂଆଦିଲ୍ଲୀ,୪।୫: ସୁଖି ଦାମ୍ପତ୍ୟ ଜୀବନ ବିଷୟରେ ପରାମର୍ଶଦାତା ପରି ସୁପ୍ରିମକୋର୍ଟ କିଛି ଟିପ୍ସ ଦେଇଛନ୍ତି। ଶୁକ୍ରବାର କୋର୍ଟ କହିଛନ୍ତି ଯେ ସହନଶୀଳତା ଏବଂ ସମ୍ମାନ ଏକ...

ରାଜନୀତିରେ ଅଜବ ଦୃଶ୍ୟ, ମଇଁଷି-ମେଣ୍ଢା ଉପରେ ଆସି କରୁଛନ୍ତି ନାମାଙ୍କନ ଦାଖଲ

କୋଲକାତା,୪।୫: ଲୋକ ସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମ ଜାରି ରହିଛି। ବିଭିନ୍ନ ଦଳର ପ୍ରାର୍ଥୀ ନିଜର ଖାସ୍‌ ଅନ୍ଦାଜରେ ଆସି ନାମାଙ୍କନ...

ହ୍ବାଟସଆପର ଭୁଲ ବ୍ୟବହାର କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ, ୭୯ ଲକ୍ଷରୁ ଅଧିକ ଆକାଉଣ୍ଟ ଉପରେ ମେଟା ଲଗାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୪।୫: ମେଟା ମାଲିକାନା ହ୍ବାଟସ ଆପ କହିଛି ଯେ ମାର୍ଚ୍ଚରେ ଏହା ଭାରତରେ ୭୯ଲକ୍ଷରୁ ଅଧିକ ଆକାଉଣ୍ଟକୁ ନିଷିଦ୍ଧ କରିଛି। ମାର୍ଚ୍ଚ ୧ ରୁ ୩୧ମଧ୍ୟରେ...

ସଫେଇ ଦେଲେ ଚେସ ଚାମ୍ପିଅନ କାସପାରୋଭ

ନୂଆଦିଲ୍ଲୀ,୪।୫: ରୁଷିଆର ମହାନ ଚେସ ଖେଳାଳି ଗ୍ୟାରି କାସପାରୋଭ ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ସୋସିଆଲ ମିଡିଆ ପୋଷ୍ଟ କରିଥିଲେ। ବର୍ତ୍ତମାନ...

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…

ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ...

ରାହୁଲ ଗାନ୍ଧୀଙ୍କର ନାହିଁ ନିଜସ୍ବ ଘର, ଏତେ ଲକ୍ଷ ଟଙ୍କା କରଜରେ କଂଗ୍ରେସ ନେତା

ନୂଆଦିଲ୍ଲୀ,୪।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଉତ୍ତର ପ୍ରଦେଶର ରାଏବରେଲି ଆସନରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି କ୍ରମରେ ନିର୍ବାଚନ କମିଶନରଙ୍କ ପାଖରେ...

ନିଜର ସମ୍ମାନ ଭୁଲି ଶସ୍ତା କଥା କହୁଛନ୍ତି ପ୍ରଧାନମନ୍ତ୍ରୀ: କଂଗ୍ରେସ

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନକୁ ନେଇ ରାଜନନୈତିକ ଦଳ ମଧ୍ୟରେ ଅଭିଯୋଗ ଏବଂ କାଉଣ୍ଟର ଅଭିଯୋଗ ଜାରି ରହିଛି। ସେପଟେ କଂଗ୍ରେସ ଦଳ ପୁଣି ଥରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri