କରୁଛନ୍ତି କି ଏକତରଫା ପ୍ରେମ

କୁହାଯାଏ ଯେ ଯେତେବେଳେ କିଏ କାହାକୁ ପ୍ରେମ କରେ, ଏହା ତାହା ଜୀବନର ଏକ ସୁନ୍ଦର ଅନୁଭବ। ସେ ସବୁକିଛି ଭଲ ଅନୁଭବ କରିଥାଏ। ନିଜ ପ୍ରେମରେ ହଜିଯାଏ। ମାତ୍ର ଯଦି ଏକପାଖିଆ ପ୍ରେମକରୁଛନ୍ତି ତେବେ ସତର୍କ ରହିବା ଆବଶ୍ୟକ, କାରଣ ଅନାବଶ୍ୟକ ପ୍ରେମ କରିବା ମଧ୍ୟ ବିପଜ୍ଜନକ ହୋଇପାରେ। ଅନେକ ଥର ଦେଖାଯାଏ ଯେ, ଏକପାଖିଆ ପ୍ରେମରେ ପଡିଥିବା ଲୋକମାନେ ନିରାଶା ଅନୁଭବ କରନ୍ତି, ଯେଉଁ କାରଣରୁ ସେମାନଙ୍କ ଜୀବନରେ ଉତ୍ତେଜନା ଆସେ। ତେଣୁ ଆପଣ ଏହାକୁ ଏଡାଇବାକୁ ପଡିବ।

ଯଦି କେବେ କାହା ପ୍ରେମରେ ପଡ଼ୁଛନ୍ତି ଏବଂ ଏହା ପ୍ରକାଶ କରିବା ମାତ୍ରେ ପାର୍ଟନର ଯଦି କୁହନ୍ତି ଆମେ ଭଲ ବନ୍ଧୁ । ଏଥିରୁ ବୁଝିଯିବା କଥା ସେ ତୁମକୁ ଭଲ ପାଉ ନାହାନ୍ତି। ପରେ ତୁମେ ମଧ୍ୟ ଜୀବନରେ ଆଗକୁ ବଢ଼ିବା କଥା।

 

ଯେତେବେଳେ ତୁମେ କାହାକୁ ଏକପାଖିଆ ଭଲପାଉଛ, ଏହା ଜାଣି ମଧ୍ୟ ସେ ଏହାକୁ ଏଡାଉଛନ୍ତି। ତେବେ ଆପଣଙ୍କୁ ଜୀବନରେ ଆଗକୁ ବଢ଼ିବାକୁ ହେବ।

 

ଯେତେବେଳେ କଥାବାର୍ତ୍ତା କରିବାକୁ ଚେଷ୍ଟା କରି ସୁଦ୍ଧା କୌଣସି ପ୍ରତିକ୍ରିୟା ମିଳୁ ନାହିଁ। ସେଠାରେ ନିଜକୁ ବୁଝିବାକୁ ପଡ଼ିବ ସେ ତୁମକୁ ଭଲ ପାଆନ୍ତି ନାହିଁ।

ଏହି କାରଣରୁ ଜୀବନ ସାଂଘାତିକ ହୋଇଯାଏ। ଯେତେବେଳେ ଏକପାଖିଆ ପ୍ରେମରେ ଉତ୍ତର ମିଳେ ନାହିଁ । ତାହା ବିଷାଦ ଆଡକୁ ଟାଣିନିଏ


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri