ଆଜିକାଲିର ବ୍ୟସ୍ତବହୁଳ ଜୀବନ ଶୈଳୀରେ ଆରାମରେ ବସି ଖାଇବା ପାଇଁ କାହା ପାଖରେ ସମୟ ନାହିଁ। ଖୁବ ଶୀଘ୍ର ଖାଇ ଦେଇ କାମ ଶେଷ କରିଦେବା ଅନେକଙ୍କର ଅଭ୍ୟାସ ହୋଇଗଲାଣି। କିନ୍ତୁ ଅତିଶୀଘ୍ର ଖାଇବା ଫଳରେ ଶରୀର ଉପରେ ଖରାପ ପ୍ରଭାବ ପଡିଥାଏ। ତେଣୁ ଶୀଘ୍ର ଶୀଘ୍ର ଖାଆନ୍ତୁ ନାହିଁ।
ଅତିଶୀଘ୍ର ଖାଇବା ଅଭ୍ୟାସ ଫଳରେ ହଜମକ୍ରିୟା ପ୍ରଭାବିତ ହୋଇଥାଏ। ଭଲଭାବରେ ଖାଦ୍ୟ ହଜମ ନ ହେଲେ ଗ୍ୟାସ ହେବା ସହିତ ଅନ୍ୟାନ୍ୟ ସମସ୍ୟା ମଧ୍ୟ ଦେଖା ଦେଇଥାଏ।
ଆରାମରେ ଧୀରେ ଧୀରେ ଖାଇବା ଫଳରେ ମେଟାବଲିକ କ୍ଷମତା ବୃଦ୍ଧି ପାଇଥାଏ। କିନ୍ତୁ ଅତିଶୀଘ୍ର ଖାଇବା ଫଳରେ ମେଟାବଲିଜିମ୍ ସନ୍ତୁଳନ ଖରାପ ହୋଇଥାଏ। ତେଣୁ ଗ୍ଲୁକୋଜ ଏବଂ କୋଲେଷ୍ଟ୍ରଲ ଲେଭଲ ବଢ଼ିବାର ସମ୍ଭାବନା ସୃଷ୍ଟି ହୋଇଥାଏ।
ଜଲ୍ଦି ଜଲ୍ଦି ଖାଇବା ଫଳରେ ଶରୀରର ସନ୍ତୁଳନ ଖରାପ ହୋଇ ଗ୍ଲୁକୋଜ ସ୍ତର ବୃଦ୍ଧି ପାଇଥାଏ। ତେଣୁ ଡାଇବେଟିସ୍ ହେବାର ସମ୍ଭାବନା ରହିଥାଏ।
ତରତର ହୋଇ ଖାଇବା ଫଳରେ ଅନେକ ସମୟରେ ଓଭର ଡାଏଟିଂ ହୋଇଯାଏ ଜଣାପଡେନି। ତେଣୁ ଓଜନ ବୃଦ୍ଧି ବି ହୋଇଥାଏ। ତେଣୁ ଖାଇବା ସମୟରେ ଆରାମରେ ବସି ଖାଆନ୍ତୁ।
Posted inHome Left, ଜୀବନଚର୍ଯ୍ୟା View All
Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….
ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...
ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍ ହେବେ ଏହି ୫ ରାଶି
ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...
କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…
ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...
୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…
ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...
ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା
ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...
କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା
ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...
କାର୍ ନା ବାଇକ୍, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍ ପୋଲିସ?
ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...
ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ
କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...
Archives


