ମୃତ୍ୟୁ ଘଟିଥିବା ନିର୍ବାଚନ କର୍ମଚାରୀଙ୍କ ପରିବାରକୁ ମିଳୁ କୋଟିଏ ଟଙ୍କାର ସହାୟତା: ହାଇକୋର୍ଟ …

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶ ପଞ୍ଚାୟତ ନିର୍ବାଚନରେ ନିଯୁକ୍ତ ହୋଇଥିବା କେତେକଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ପରିବାର ସଦସ୍ୟଙ୍କୁ ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବା ନେଇ ଆହ୍ଲାବାଦ୍‌ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଥିଲା। ଏହାର ବିଚାର କରି ବିଚାରପତି ସିଦ୍ଧାର୍ଥ ବର୍ମା ଏବଂ ଅଜିତ୍‌ କୁମାରଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ କହିଛନ୍ତି ଯେ, ମୃତ କର୍ମଚାରୀଙ୍କ ପରିବାରକୁ ଏକ କୋଟି ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦିଆଯିବା ଆବଶ୍ୟକ। ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା ୩୦ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ପରିମାଣ କମ୍‌ ରହିଛି। ତେଣୁ ଏହାକୁ ବୃଦ୍ଧି କରାଯିବା ଉଚିତ ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri