ଜିଡିପି ୭.୫% ରହିବ: ଜାତିସଂଘ

ନୂଆଦିଲ୍ଲୀ:  କ୍ୟାଲେଣ୍ଡର ବର୍ଷ ୨୦୨୧ରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) ୭.୫% ରହିବା ନେଇ ଜାତିସଂଘ ପକ୍ଷରୁ ବୁଧବାର ଆକଳନ କରାଯାଇଛି। ଜାନୁୟାରୀରେ କରାଯାଇଥିବା ଆକଳନ ତୁଳନାରେ ଏହା ବର୍ତ୍ତମାନ ୦.୨% ବୃଦ୍ଧି କରିଥିବା ଜଣାପଡ଼ିଛି। କୋଭିଡ୍‌-୧୯ ମାମଲା ବଢୁଥିବା ବେଳେ ବିଭିନ୍ନ ଦେଶରେ ଟିକାକରଣ ଠିକ୍‌ ଭାବେ ହେଉ ନ ଥିବାରୁ ଏହା ଆର୍ଥତ୍କ ଅଭିବୃଦ୍ଧି କ୍ଷେତ୍ରରେ ପ୍ରତିବନ୍ଧକ ସାଜୁଛି ବୋଲି ଏହି ଏଜେନ୍ସି ଏହାର ଓ୍ବାର୍ଲଡ ଇକୋନୋମିକ ସିଚୁଏଶନ ଆଣ୍ଡ ପ୍ରସ୍‌ପେକ୍ଟ ରିପୋର୍ଟରେ ପ୍ରକାଶ କରିଛି। ୨୦୨୨ରେ ଭାରତ ୧୦.୧% ହାରରେ ଅଭିବୃଦ୍ଧି ହାସଲ କରିବ ବୋଲି ଜାତିସଂଘ ଆଶାବାଦୀ ରହିଛି। ଦ୍ୱିତୀୟ ଲହରର ପ୍ରଭାବ ଭାରତର ପବ୍ଲିକ ହେଲ୍‌ଥ ସିଷ୍ଟମକୁ ଝଟକା ଦେଇଥିବା ରିପୋର୍ଟରେ ପ୍ରକାଶ ପାଇଛି। ୨୦୨୧ରେ ବିଶ୍ୱ ଅର୍ଥ ବ୍ୟବସ୍ଥା ୫.୪% ଅଭିବୃଦ୍ଧି ହାସଲ କରିପାରେ। ୨୦୨୦ରେ ଏହା ୩.୬% ହ୍ରାସ ହୋଇଥିଲା।

ଆକଳନ କମାଇଲା ମୁଡିସ୍‌
ଚଳିତ ଆର୍ଥତ୍କ ବର୍ଷରେ ଭାରତର ଅଭିବୃଦ୍ଧି ଆକଳନକୁ ମୁଡିସ୍‌ ଇନ୍‌ଭେଷ୍ଟର୍ସ ସର୍ଭିସ ୯.୩%କୁ କମାଇଛି। କରୋନାର ଦ୍ୱିତୀୟ ଲହର ଦେଶର ଅର୍ଥ ବ୍ୟବସ୍ଥାକୁ ପ୍ରଭାବିତ କରିଛି। ଏହା ଦୀର୍ଘମିଆଦୀ ଭିତ୍ତିରେ ସୁଧାର ପ୍ରକ୍ରିୟା ଉପରେ ପ୍ରଭାବ ପକାଇଥିବା ଏହା ପ୍ରକାଶ କରିଛି। ଏହା ଭାରତର ରେଟିଂକୁ ବିଏଏ୩ ରଖିଥିବା ବେଳେ ଆଉଟଲୁକ୍‌କୁ ନେଗେଟିଭ ରଖିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍

ନୂଆଦିଲ୍ଲୀ,୧୯ା୧୨:   ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ​​ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...

ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...

୨୦୩୦ରେ ଅବସର ନେବାକୁ ଥିବା ପ୍ରାଇଭେଟ କର୍ମଚାରୀଙ୍କୁ ମିଳିବ ଏତିକି ଦରମା, ଏମିତି କରନ୍ତୁ ହିସାବ

ନୂଆଦିଲ୍ଲୀ,୧୫।୧୨:ପ୍ରାଇଭେଟ କ୍ଷେତ୍ରର କର୍ମଚାରୀମାନେ ପ୍ରାୟତଃ ସେମାନଙ୍କର ବାର୍ଦ୍ଧକ୍ୟ ସୁରକ୍ଷା ବିଷୟରେ ଚିନ୍ତିତ ଥାଆନ୍ତି। ତଥାପି, ଯଦି ଆପଣଙ୍କର PF କଟାଯାଏ, ତେବେ ନିରାଶ ହେବାର କୌଣସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri