ଡରାଉଛି ମୃତ୍ୟୁସଂଖ୍ୟା: ରାଜ୍ୟରେ କରୋନା ନେଲା ସର୍ବାଧିକ ୨୨ ଜୀବନ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୭୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି। ପୁରୀ, କେନ୍ଦ୍ରାପଡା ଓ ସୁନ୍ଦରଗଡ ଜିଲାରୁ ୨ ଜଣ ଲେଖାଏ ପ୍ରାଣ ହରାଇଛନ୍ତି। ବୌଦ୍ଧ, ବଲାଙ୍ଗୀର, ମାଲକାନଗିରି, ସମ୍ବଲପୁର, ରାୟଗଡା, ନୂଆପଡା, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ବାଲେଶ୍ୱର, ବରଗଡ ଓ ଖୋର୍ଦ୍ଧା ଜିଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri