Posted inରାଜ୍ୟ

କରୋନାକୁ ମାତ୍‌ ଦେଲା ୨୫ ଦିନର ଶିଶୁ

ଭୁବନେଶ୍ୱର,୧୪।୫ : ୧୦ ଦିନ ଧରି ଭେଣ୍ଟିଲେଟରରେ ଜୀବନ ସହ ସଂଗ୍ରାମ କରିବା ପରେ କରୋନାକୁ ମାତ୍‌ ଦେଇଛି ୨୫ ଦିନର ଶିଶୁକନ୍ୟା। ଉଭୟ ବାପା ମା’ଙ୍କ ସମେତ ପରିବାର ଅନ୍ୟ ସଦସ୍ୟଙ୍କ ରିପୋର୍ଟ ଆସିବା ପରେ ଶିଶୁକନ୍ୟାର ଆରଟି-ପିସିଆର ଟେଷ୍ଟ କରାଯାଇଥିଲା। ଯାହାର ଫଳାଫଳ ପଜିଟିଭ ଆସିଥିଲା। ୩ ସପ୍ତାହ ପରେ ସୁସ୍ଥ ହୋଇ ଶିଶୁକନ୍ୟା ଘରକୁ ଫେରିଛି ବୋଲି ବିଶେଷଜ୍ଞ ଡ. ଅର୍ଜିତ ମହାପାତ୍ର କହିଛନ୍ତି।

ଜ୍ୱର ଓ ଶ୍ୱାସକ୍ରିୟା ଜନିତ ସମସ୍ୟା ଦେଖାଦେବା ପରେ ଗୁଡିଆ ନାମକ ୨୫ ଦିନିର ଶିଶୁ କନ୍ୟା କଳାହାଣ୍ଡି ଜିଲାରୁ ରେଫର ହୋଇ ଭୁବନେଶ୍ୱର ଆସିଥିଲା। ଶିଶୁକନ୍ୟାକୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଚିକିତ୍ସାବେଳେ ଡାକ୍ତର ଶିଶୁକନ୍ୟାକୁ ରେମଡେସିଭିର, ଷ୍ଟେରଏଡ୍ସ ଓ ଅନ୍ୟ ଆଣ୍ଟିବାୟୋଟିକ୍ସ ଦେଇଥିଲେ। ୩ ସପ୍ତାହ ପରେ ପୁଣି ଥରେ ଟେଷ୍ଟ କରାଯିବା ପରେ ରିପୋର୍ଟ ନେଗେଟିଭ ଆସିଥିଲା ବୋଲି ଡ. ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ବିରୋଧୀଙ୍କୁ ଓଡ଼ିଶାବାସୀ ଜବାବ ଦେବେ: ପାଣ୍ଡିଆନ

ଭଞ୍ଜନଗର/ବୁଗୁଡ଼ା/ପାଟପୁର, ୪।୫(ବାବୁଲା ପ୍ରଧାନ/କାଳିଚରଣ ଦାସ/ସୀମାଞ୍ଚଳ ସାହୁ): ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲାକୁ ତୋଫାନୀ ଗସ୍ତରେ ଆସି ଭଞ୍ଜନଗର, ବୁଗୁଡ଼ା, ସାନଖେମୁଣ୍ଡି...

ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଓଡ଼ିଶା ଷ୍ଟାର୍ଟଅପ୍‌ ପୁରସ୍କୃତ

ଭୁବନେଶ୍ୱର, ୪।୫ (ବନ୍ଦନା ସେଠୀ): ଆମେରିକାର ବୋଷ୍ଟନ ନର୍ଥ ଇଷ୍ଟର୍ନ ୟୁନିଭର୍ସିଟିଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଷ୍ଟାର୍ଟଅପ୍‌ ପ୍ରଦର୍ଶନ ପ୍ରତିଯୋଗିତା ଓ ତତ୍‌ସମ୍ବନ୍ଧୀୟ ଅଭିଭାଷଣ କାର୍ଯ୍ୟକ୍ରମରେ ଓଡ଼ିଶା...

ଅସହ୍ୟ ନିର୍ଯାତନା: ହାଇଦ୍ରାବାଦରୁ ଲୁଚିଆସିଲେ ୪ ଶ୍ରମିକ

ଭବାନୀପାଟଣା/ଜୁନାଗଡ଼,୪ା୫ (ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଥମୁନି ଦାଦନ ଦୁଃଖ। ହାଇଦ୍ରାବାଦ କାମ କରିବାକୁ ଯାଇ ଜୁନାଗଡ ସହରର ୪ଜଣ ଶ୍ରମିକ...

କାର୍‌ରୁ ୨୬ ଲକ୍ଷ ଜବତ

ବଡ଼ବିଲ/ନୂଆପଡ଼ା,୪ା୫ (ଦେବପ୍ରିୟ ରଣା/ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଯାଞ୍ଚ ପ୍ରକ୍ରିୟା ଜାରି ରହିଛି। ଏହିକ୍ରମରେ ଶୁକ୍ରବାର...

ଆଜି ଆସୁଛନ୍ତି ଜୟଶଙ୍କର, ୫ରେ ଆସିବେ ନଡ୍ଡା

ଭୁବନେଶ୍ୱର, ୪ା୫(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଦଳର ଶକ୍ତି ବୃଦ୍ଧି ନିମନ୍ତେ ଭାଜପା କେନ୍ଦ୍ରୀୟ ନେତାମାନେ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି।...

ସୁଜାତା ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ, ଶାଳିନୀଙ୍କୁ ମିଶନ ଶକ୍ତି ଦାୟିତ୍ୱ

ଭୁବନେଶ୍ୱର,୪ା୫(ଅନିଲ ଦାସ): ୨୦୦୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ମିଶନ ଶକ୍ତି ସଚିବ ସୁଜାତା ଆର୍‌. କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ବଦଳି...

କଲରାପତରିଆ ବାଘ ଗଣନା ଆରମ୍ଭ

ଭୁବନେଶ୍ୱର,୪ା୫(ଅସମାପିକା ସାହୁ): ଚଳିତବର୍ଷରୁ ରାଜ୍ୟ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା ଆରମ୍ଭ କରିଛନ୍ତି। ଗତ ୧ ତାରିଖରୁ ଆରମ୍ଭ ହୋଇଥିବା ଏହି ଗଣନା କାର୍ଯ୍ୟ...

କଂଗ୍ରେସ ଜିତିଲେ ସମ୍ବିଧାନ ସୁରକ୍ଷିତ ରହିବ: ରାହୁଲ

ରାୟଗଡ଼ା,୪।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ କଂଗ୍ରେସ ସମାବେଶକୁ ଶୁକ୍ରବାର ଭର୍ଚୁଆଲ ମୋଡ୍‌ରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ଜନସଭାରେ ସେ କଂଗ୍ରେସର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri