ଘରେ ପହଞ୍ଚିବ ଟିକା

ଛତ୍ରପୁର,୧୫।୫: କରୋନା ଟିକା ପାଇଁ ବରିଷ୍ଠ ନାଗରିକ ହଇରାଣ ହେଉଛନ୍ତି। ଟିକାକରଣ କେନ୍ଦ୍ରରେ ଘଣ୍ଟା ଘଣ୍ଟା ଧରି ଧାଡ଼ିରେ ଠିଆ ହେବାକୁ ପଡ଼ୁଛି। ଏଭଳି ଅସୁବିଧାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗରରେ ଘରେ ବରିଷ୍ଠ ନାଗରିକମାନଙ୍କୁ ଟିକା ଦେବା ପାଇଁ ବ୍ୟବସ୍ଥା କରାଯାଇଛି। ସୋମବାର ଭ୍ରାମ୍ୟମାଣ ଟିକା ଭ୍ୟାନ ଘରକୁ ଘର ଯାଇ ଟିକା ଦେବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ସୂଚନା ଦେଇଛନ୍ତି। ଏନେଇ ବ୍ରହ୍ମପୁର ମହାନଗର ନିଗମର କମିଶନର ଏସ୍‌ଓପି ଜାରି କରିବେ ବୋଲି ସେ କହିଛନ୍ତି। ସେହିପରି ଗତ ଶୁକ୍ରବାରଠାରୁ ଜିଲା ପ୍ରଶାସନ ପକ୍ଷରୁ ବ୍ରହ୍ମପୁରରେ ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ଭ୍ରାମ୍ୟମାଣ ଆଣ୍ଟିଜେନ୍‌ ଟେଷ୍ଟିଂ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ପ୍ରଚାର କରିବେ ଡ୍ରିମ୍‌ଗର୍ଲ

ଭୁବନେଶ୍ୱର,୭।୫: ଭାଜପାର ଷ୍ଟାର ପ୍ରଚାରକ ତାଲିକାରେ ଡ୍ରିମ୍‌ଗର୍ଲ ତଥା ମଥୁରା ଭାଜପା ଏମ୍‌ପି ପ୍ରାର୍ଥୀ ହେମାମାଳିନୀ ସାମିଲ ହୋଇଛନ୍ତି। ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ...

ଭୁବନେଶ୍ୱରରେ ରୋଡ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’୧୦ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ ଶୋ’ କରିବେ । ସା ୬ଟାରୁ ଏହି ରୋଡ ଶୋ’ ଆରମ୍ଭ ହେବ ବୋଲି...

ରାଜପଥର ବାଇକ୍‌ ଦୁର୍ଘଟଣା, ଚାଳକ ଗୁରୁତର

ହାଟଡିହୀ,୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଆନନ୍ଦପୁର-ଭଦ୍ରକ ୫୩ ନମ୍ବର ରାଜ୍ୟ ରାଜପଥର ହାଟଡିହୀ ପୋଷ୍ଟ ଅଫିସ ନିକଟରେ ଏକ ବାଇକ୍‌ ଦୁର୍ଘଟଣା ଘଟି...

ଟ୍ବିନ୍‌ ସିଟିରେ ମେଘୁଆ ପାଗ ସହ ହାଲୁକା ବର୍ଷା, ୬ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର, ୭।୫: ରାଜ୍ୟରେ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆଜି ସକାଳେ ଟ୍ବିନ୍‌ ସିଟିରେ ଆକାଶ ମେଘୁଆ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ...

ଅଧଘଣ୍ଟାରେ ଅଧା ରାଜଧାନୀ ପ୍ରଭାବିତ

ଭୁବନେଶ୍ୱର, ୭।୫ (ବନ୍ଦନା ସେଠୀ):ରାଜଧାନୀ ଭୁବନେଶ୍ୱରରେ ସୋମବାର କାଳବୈଶାଖୀ ତାଣ୍ଡବ ରଚିଛି। ଅଧଘଣ୍ଟାର ଝଡ଼ତୋଫାନ ସହ ବର୍ଷାରେ ଅଧା ରାଜଧାନୀ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ...

ଭାଜପା ବିରୋଧରେ ପ୍ରଚାର କରିବେ ଉଜ୍ଜଳା ଦିଦି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା):ରାଜ୍ୟର ଉଜ୍ଜଳା ଦିଦିମାନେ ବିଭିନ୍ନ ଦାବି ନେଇ ସୋମବାର ମାଷ୍ଟର କ୍ୟାଣ୍ଟିନ ଛକରେ ଧାରଣା ଦେଇଥିଲେ। ସେମାନଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ଅଣଦେଖା...

ଜଳସ୍ତର କମି ୧୫ ଫୁଟ୍‌ ଜାଗାରେ ୬୫ ଫୁଟ୍‌ ହେଲାଣି

ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି...

୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri