Posted inଖେଳ

କମ୍‌ ବୟସରେ ପ୍ରେମରେ ପଡିଥିଲେ ଏହି କ୍ରିକେଟର୍‌: ଏବେ ଗର୍ଲପ୍ରେଣ୍ଡଙ୍କ ସହ କରୁଛନ୍ତି ମସ୍ତି

କରୋନା ଯୋଗୁ ଆଇପିଏଲ୍‌ ସ୍ଥଗିତ ହେବା ପରେ ଏବେ କ୍ରିକେଟର୍‌ମାନେ ନିଜ ନିଜ ଘରକୁ ଫେରିଛନ୍ତି। କିଛି କ୍ରିକେଟର୍‌ ଗୋଆରେ ଛଟି କାଟୁଛନ୍ତି। ପୃଥ୍ବୀ ଶ’ଙ୍କ ପରେ ଏବେ ରାହୁଲ ଚହର ନିଜ ପ୍ରେମିକାଙ୍କୁ ଧରି ଛୁଟି କାଟୁଛନ୍ତି। ରାହୁଲ ପ୍ରେମିକାଙ୍କ ସହ ଏକ ରୋମାଣ୍ଟିକ ଫଟୋ ନିଜ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋରେ ତାଙ୍କ କାନ୍ଧରେ ଗର୍ଲଫ୍ରେଣ୍ଡ ମୁଣ୍ଡ ରଖିଥିବା ନଜର ଆସିଛନ୍ତି। ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର ବୋଲର୍‌ ରାହୁଲ ଚହର ନିଜ ବୋଲିଂକୁ ନେଇ ଚର୍ଚ୍ଚାରେ ଥାନ୍ତି। ଚଳିତ ଆଇପିଏଲ୍‌ ସେ ନିଜ ହେୟାର ଷ୍ଟାଇଲକୁ ନେଇ ଚର୍ଚ୍ଚାରେ ଥିଲେ। ତାଙ୍କ ହେୟାର ଷ୍ଟାଇଲ ବିଷୟରେ ଜାଣିବା ପାଇଁ ଚାହୁଁଥିଲେ। ନିଜ ପ୍ରଶଂସକଙ୍କୁ ଆଉ ଅପେକ୍ଷା ନ କରାଇ ନିଜ ହେୟାର ଷ୍ଟାଇଲିଷ୍ଟଙ୍କୁ ପରିଚିତ କରାଇଦେଇଥିଲେ ଚହର। ନିଜ ପ୍ରେମିକା ଇଶାନୀଙ୍କ ସହ ଏକ ଫଟୋ ଶେୟାର କରି ସେ କହିଥିଲେ ମୋ ହେୟାର ଷ୍ଟାଇଲିଷ୍ଟଙ୍କୁ ଭେଟନ୍ତୁ। ୨୨ ବର୍ଷୀୟ ରାହୁଲ ଖୁବ କମ ବୟସରେ ଇଶାନୀଙ୍କ ପ୍ରେମରେ ପଡିଥିଲେ। ଦୀର୍ଘ ଦିନ ରିଲେସନସିପ୍‌ରେ ରହିବା ପରେ ଉଭୟ ୨୦୧୯ରେ ସାରା ଜୀବନ ଏକାଠି ରହିବାକୁ ନିଷ୍ପତ୍ତି ନେଇଥିଲେ। ୨୦୧୯ରେ ଉଭୟଙ୍କ ନିର୍ବନ୍ଧ ଶେଷ ହୋଇଛି।

rahul chahar and ishani


Enter your email to get our daily news in your inbox.

All Right Reserved By Dharitri.Com

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri