ପୁଣି ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୨ ଜୀବନ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୧୬ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬ ଜଣ ମୃତ୍ୟୁବରଣ କରିଛନ୍ତି। ଝାରସୁଗୁଡ଼ା, ଗଞ୍ଜାମ ଜିଲାରୁ ୪ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ସେହିପରି ଅନୁଗୋଳ, କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲାରୁ ଆଉ ୩ ଜଣ ଲେଖାଏ ଏବହ ପୁରୀ, ଗଜପତି ଜିଲାରୁ ଦୁଇ ଜଣ ଲେଖାଏ ଆକ୍ରାନ୍ତ ଚିକିତ୍ସୀଧୀନ ଅବସ୍ଥାରେ ଆଖି ବୁଜିଛନ୍ତି। ଏହା ବ୍ୟତୀତ ବଲାଙ୍ଗିର, କଟକ, କେନ୍ଦୁଝର, ନୟାଗଡ଼ ଓ ସମ୍ବଲପୁର ଜିଲାରୁ ଆଉ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାଇବାକୁ ଭାଜପାର ଇସ୍ତାହାର ପ୍ରତିଶ୍ରୁତି: ପାଣ୍ଡିଆନ

ଭୁବନେଶ୍ୱର, ୬।୫(ସୁନିତ୍‌ ମିଶ୍ର):ରାଜ୍ୟ ଭାଜପା ପ୍ରକାଶ କରିଥିବା ଇସ୍ତାହାରକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଟାର୍ଗେଟ କରିଛନ୍ତି। ଭାଜପା ଇସ୍ତାହାରରେ ଧାନର ସହାୟକ ମୂଲ୍ୟ...

ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ...

ଟ୍ରାନ୍ସପୋର୍ଟ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତ ଲୁଟିନେଲେ ୧୪ ଲକ୍ଷ ଟଙ୍କା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଜାମୁଡ଼ିହା ନିକଟରେ ସୋମବାର ପୂର୍ବାହ୍ନରେ ଏନ୍‌ଏଚ ୪୯ରେ ଆଜି ଏକ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀର ଦୁଇ ଜଣ...

‘ଜୁନ ୯ରେ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ’, ଘୋଷଣା କଲେ ପାଣ୍ଡିଆନ

କଳାହାଣ୍ଡି,୬।୫: ଜୁନ୍ ୯ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ଇତିହାସ ରଚିବେ । ସୋମବାର ଭବାନୀପାଟଣା...

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର...

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri