ସହଯୋଗ ଲାଗି କେନ୍ଦ୍ର ପ୍ରସ୍ତୁତ

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ‘ୟାସ୍‌’ ବାତ୍ୟା ଦ୍ୱାରା ଓଡ଼ିଶାରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଅବଗତ କରିବା ସହିତ ବାତ୍ୟା ସହ ଜଡ଼ିତ ବିଭିନ୍ନ ବିଷୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଲୋଚନା କରିଛନ୍ତି। କେନ୍ଦ୍ର ସରକାର ଏହି ବିପତ୍ତି ସମୟରେ ଓଡ଼ିଶା ସାଙ୍ଗରେ ଅଛନ୍ତି ଏବଂ ସମସ୍ତ ପ୍ରକାର ସମ୍ଭାବ୍ୟ ସହାୟତା ଏବଂ ସମ୍ପୂର୍ଣ୍ଣ ସହଯୋଗ ପାଇଁ ପ୍ରସ୍ତୁତ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଧର୍ମେନ୍ଦ୍ର ଟୁଇଟ୍‌ କରି କରିଛନ୍ତି। ଏଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଓଡ଼ିଶାର ଭଉଣୀ, ଭାଇ ଓ ଗୁରୁଜନମାନେ ପ୍ରଶାସନ ଦ୍ୱାରା ଜାରି କରାଯାଇଥିବା ସତର୍କତା ସୂଚନାକୁ ମାନିବା ପାଇଁ ଧର୍ମେନ୍ଦ୍ର ପରାମର୍ଶ ଦେଇଛନ୍ତି। ବାତ୍ୟା ‘ୟାସ୍‌’ ପ୍ରଭାବରେ କାହାର କିଛି କ୍ଷତି ନ ହେଉ, ଏହା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା ବୋଲି ଧର୍ମେନ୍ଦ୍ର କହିଛନ୍ତି। ସେହିପରି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଅଧ୍ୟକ୍ଷତାରେ ବାତ୍ୟା ୟାସ୍‌ ଦ୍ୱାରା ପ୍ରଭାବିତ ହେବାକୁ ଥିବା ୫ଟି ରାଜ୍ୟର ପ୍ରତିନିଧିମାନଙ୍କ ସହ ଆଲୋଚନା କରିଛନ୍ତି। ସ୍ଥାନୀୟ ପ୍ରଶାସନ ଏବଂ ସରକାରଙ୍କ ସହ ମିଳିତ ସହଯୋଗରେ କାମ କରିବା ପାଇଁ ସେ ଆହ୍ବାନ ଦେଇଛନ୍ତି। କେନ୍ଦ୍ର ସରକାରଙ୍କୁ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri