ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରଶାସନ ପ୍ରସ୍ତୁତ: ସ୍ଥାନାନ୍ତର ହେବେ ୫ ହଜାର ପରିବାର

ଗଞ୍ଜାମ,୨୫।୫(ଡି.ଏନ୍‌.ଏ.): ବାତ୍ୟା ୟାସ୍‌ ପାଇଁ ଗଞ୍ଜାମ ସହରରେ ମଧ୍ୟ ପ୍ରସ୍ତୁତି ଚାଲିଛି। ପ୍ରଶାସନ ବ୍ଲକର ୧୫ ପଞ୍ଚାୟତରୁ ପ୍ରାୟ ୫ ହଜାର ପରିବାରଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ କିମ୍ବା ସ୍କୁଲକୁ ସ୍ଥାନାନ୍ତର କରିବାକୁ ସ୍ଥାନୀୟ ପ୍ରଶାସନ ଲକ୍ଷ୍ୟ ରଖିଛି l ଏଥିସହ ବାତ୍ୟା ପରେ ଭାଙ୍ଗି ଯାଇଥବା ଗଛଡାଳକୁ ତୁରନ୍ତ ହଟାଇବା ଲାଗି ଏନ୍‌ଏସି୍‌ ପ୍ରଶାସନ ପକ୍ଷରୁ ଜେସିବି, ଟ୍ରାକ୍ଟର ଆଦି ମହଜୁଦ ରଖାଯାଇଛି l ପୂର୍ବରୁ ତହସିଲଦାର ଅରୁଣ କୁମାର ନାୟକ ନିଜେ ଡ଼ାକବାଜି ଯନ୍ତ୍ର ମାଇକରେ ସମୁଦ୍ରକୁଳ ନିକଟବର୍ତ୍ତୀ ଅଞ୍ଚଳର ମତ୍ସ୍ୟଜୀବିଙ୍କୁ ସମୁଦ୍ର ଭିତରକୁ ନ ଯିବା ଲାଗି ବାରଣ କରିଛନ୍ତି l କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ୫୦ ଜଣ ବ୍ୟକ୍ତି ବାତ୍ୟା ଆଶ୍ରୟ ସ୍ଥଳୀ କିମ୍ବା ସ୍କୁଲରେ ରହିବା ବ୍ୟବସ୍ଥା କରାଯାଇଛି। ବାତ୍ୟା ଆଶ୍ରୟସ୍ଥଳୀ ପରିଚାଳନା କମିଟି ଓ ପ୍ରଧାନ ଶିକ୍ଷକ ମାନଙ୍କୁ ଆଲର୍ଟ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ପୋଷ୍ୟ ପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୨ା୫ (କାର୍ତ୍ତିକ ସାହୁ): ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଗ୍ରହଣ କରିଥିବା ପୋଷ୍ୟପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି।...

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ବଢୁଛି ଗ୍ରାମବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ଖଡ଼ିଆଳ,୨ା୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ତିଖାଲି ଡ୍ୟାମଠାରୁ ପ୍ରାୟ ୩ କି.ମି. ଦୂରରେ ଥିବା ଚାଷଜମିକୁ ପାଣି ଦିଆଯାଉ ନ ଥିବାରୁ ସାନମହେଶ୍ୱର ଗ୍ରାମବାସୀ...

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ...

ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀର ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ମୂଲ୍ୟବାନ ସାମଗ୍ରୀ, ଗୁରତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଛାରଖାର

ବଡବିଲ,୨।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀ ପ୍ରାଇଭେଟ ଲିମିଟେଡ କମ୍ପାନୀର ପ୍ଲାଣ୍ଟ ସ୍ଥିତ ଆକାଉଣ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri