ଖାଲି ପ୍ରେମରେ କଥା ଚଳେନା, ପୁରୁଷ ସାଥୀଙ୍କ ଭିତରେ ଏସବୁ ଗୁଣକୁ ଖୋଜିଥାନ୍ତି ମହିଳା…

ଖାଲି ପ୍ରେମରେ କଥା ଚଳେନାହିଁ, ସମ୍ପର୍କକୁ ହୃଷ୍ଟପୃଷ୍ଟ କରିବା ଲାଗି ଅନେକ ଜିନିଷର ଆବଶ୍ୟକତା ରହିଛି। ବିଶେଷକରି ମହିଳାମାନେ ନିଜ ସାଥୀଙ୍କ ପାଖରେ ପ୍ରେମ ବ୍ୟତିତ ଅନ୍ୟ ଗୁଣକୁ ଦେଖନ୍ତି ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ଯେପରିକି:

ନମ୍ରତା: ମହିଳାମାନେ ସାଥୀଙ୍କ ଭିତରେ ନମ୍ରତା ଗୁଣ ଖୋଜିଥାନ୍ତି। ସାଥୀ ସରଳ ପ୍ରକୃତିର ହୁଅନ୍ତୁ ଏବଂ ତାଙ୍କଠାରେ ଦୟା ଭାବ ଥାଉ ବୋଲି ମହିଳା ଚାହାନ୍ତି।

ବୁଦ୍ଧି: ମହିଳାମାନେ ପୁରୁଷଙ୍କଠାରେ ଖୋଜୁଥିବା ଅନ୍ୟଏକ ଜିନିଷ ହେଉଛି ବୁଦ୍ଧି। ବୁଦ୍ଧିମାନର ଅର୍ଥ କେବଳ ଶିକ୍ଷା ଅଥବା ଡିଗ୍ରୀ ଥିବା ନୁହେଁ। ଅନେକ ପୁରୁଷ ଭଲ ଡିଗ୍ରୀ ବିନା ବୁଦ୍ଧିମାନ ହୋଇଥାନ୍ତି। ମହିଳାମାନେ ଏଭଳି ପୁରୁଷଙ୍କ ପ୍ରତି ଅଧିକ ଆକର୍ଷିତ ହୁଅନ୍ତି।

ଉଦାରତା: ଉଦାରତା ହେଉଛି ଅନ୍ୟ ଏକ ଗୁଣ ଯାହା ବହୁତ କମ୍‌ ଲୋକଙ୍କଠାରେ ଦେଖିବାକୁ ମିଳିଥାଏ। ଯେଉଁ ପୁରୁଷଙ୍କର ଉଦାର ଭାବନା ଥାଏ ସେମାନଙ୍କୁ ମହିଳାମାନେ ଶୀଘ୍ର ପସନ୍ଦ କରନ୍ତି। ସହଜରେ ମହିଳାମାନେ ଏଭଳି ପୁରୁଷଙ୍କ ପ୍ରତି ଆକର୍ଷିତ ହୋଇଥାନ୍ତି।

ଆତ୍ମବିଶ୍ୱାସ- ଆତ୍ମବିଶ୍ୱାସ ହେଉଛି ଏକ ଗୁଣ ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରେ। ମହିଳାମାନେ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ପୁରୁଷମାନଙ୍କୁ ପସନ୍ଦ କରନ୍ତି।

ବାସ୍ତବବାଦୀ: କୃତ୍ରିମତା ବା ଛଳନା ନ ଥିବା ପୁରୁଷଙ୍କୁ ଅଧିକାଂଶ ମହିଳା ପସନ୍ଦ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ...

ମୋର୍ଚ୍ଚା ସଭାପତି ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମଙ୍ଗଳବାର ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି। ଅଭିଳାଷ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ...

ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ...

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri