ଲାଭା ଉଦ୍‌ଗିରଣ ଆଶଙ୍କା: ୪ ଲକ୍ଷଙ୍କୁ ସ୍ଥାନାନ୍ତର

କିନ୍‌ଶାସା, ୩୦ା୫: ଆଗ୍ନେୟ ଉଦ୍‌ଗିରଣ ଆଶଙ୍କାରେ ଡେମୋକ୍ରାଟିକ୍‌ ରିପବ୍ଲିକ୍‌ ଅଫ୍‌ କଙ୍ଗୋ (ଡିଆର୍‌ସି)ର ଗୋମାରୁ ୪ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ନାଇରାଗୋଙ୍ଗୋ ଆଗ୍ନେୟଗିରି ଉଦ୍‌ଗିରଣ ହେବାର ସମ୍ଭାବନା ଥିବାରୁ ଉତ୍ତର କିଭୁ ପ୍ରଦେଶର ମିଲିଟାରୀ ଗଭର୍ନର ଜେନେରାଲ କନଷ୍ଟାଣ୍ଟ ନଦିମା ବୁଧବାର ଗୋମା ସମେତ ପଡ଼ୋଶୀ ର୍ବାଣ୍ଡା ବାସିନ୍ଦାଙ୍କୁ ଉକ୍ତ ସ୍ଥାନ ଛାଡ଼ିବା ନିମନ୍ତେ ପରାମର୍ଶ ଦେଇଥିଲେ। ପୂର୍ବରୁ ମେ’ ୨୨ରେ ଆଗ୍ନେୟ ଉଦ୍‌ଗିରଣ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏଥିରେ ୩୨ ଜଣଙ୍କ ମୃତ୍ୟୁ ଘଟିବା ସହ ପ୍ରାୟ ୨ ହଜାରରୁ ଅଧିକ ଘର ନଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

୨୦୨୬ରେ ଘଟିବାକୁ ଯାଉଛି ଏମିତି, ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଜାଣିଲେ…

ନୂଆଦିଲ୍ଲୀ,୨୨।୧୨: ୨୦୨୫ ବର୍ଷ ଧୀରେ ଧୀରେ ଶେଷ ହେବାକୁ ଯାଉଛି, ଏବଂ ଲୋକମାନେ ନୂତନ ବର୍ଷ ୨୦୨୬କୁ ସ୍ବାଗତ କରିବାକୁ ଉତ୍ସାହିତ। ଦେଶ ଏବଂ ବିଶ୍ୱ...

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨:  ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri