ବ୍ରେନ୍‌ ଷ୍ଟ୍ରୋକ୍‌

ଜଣେ ବ୍ୟକ୍ତି ସମ୍ମୁଖୀନ ହେଉଥିବା ଗୁରୁତର ସ୍ବାସ୍ଥ୍ୟଜନିତ ସମସ୍ୟାଗୁଡିକ ମଧ୍ୟରୁ ବ୍ରେନ୍‌ ଷ୍ଟ୍ରୋକ୍‌ ଅନ୍ୟତମ। ତେବେ ଏହାର କାରଣ ସମ୍ପର୍କରେ ଆମେ ଅବଗତ ହେବା ନିହାତି ଦରକାର। ଅଧିକାଂଶ ସମୟ ଟେନସନରେ ରହିବା, ଡାଇବେଟିସ୍‌, ନିଶାଦ୍ରବ୍ୟ ସେବନ, ମେଦବହୁଳତା, କୋଲେଷ୍ଟରଲ ପରିମାଣ ଅସନ୍ତୁଳିତ ହେବା ଏହାର ପ୍ରମୁଖ କାରଣ। ବ୍ରେନ୍‌ ଷ୍ଟ୍ରୋକର କେତୋଟି ପ୍ରାରମ୍ଭିକ ଲକ୍ଷଣ ରହିଛି। ଆପଣଙ୍କ ହାତଗୋଡ ବଳହୀନ ଲାଗୁଛି କି ? ଏହି ସମୟରେ ଏପରି ଅନୁଭବ ହୁଏ ଯେ, ସତେଯେମିତି ସମଗ୍ର ଶରୀର ଶକ୍ତିହୀନ ହୋଇପଡୁଛି। ଏପରି ଲକ୍ଷଣ ପ୍ରକାଶ ପାଇବା ମାତ୍ରେ ବିଳମ୍ବ ନ କରି ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ। ବ୍ରେନ୍‌ ଷ୍ଟ୍ରୋକ୍‌ ହେବା ମାତ୍ରେ କଥା କହିବା ଶକ୍ତି ଧୀରେ ଧୀରେ ଦୁର୍ବଳ ହୋଇପଡେ। ସଂପୃକ୍ତ ବ୍ୟକ୍ତିଙ୍କର ମୁଖ ମଣ୍ଡଳ ଗାମ୍ଭୀର୍ଯ୍ୟ ଦେଖାଯାଏ। ସେ ହସିବାକୁ ଚେଷ୍ଟା କଲେ ମଧ୍ୟ ହସି ପାରି ନଥାନ୍ତି। ବ୍ରେନ୍‌ ଷ୍ଟୋକ୍‌ ହେବା ମାତ୍ରେ ଜଣେ ବ୍ୟକ୍ତି ଆଦୌ ଚାଲି ପାରନ୍ତି ନାହିଁ। ଏପରି କି ସେ ସିଧା ଠିଆ ହୋଇପାରି ନଥାନ୍ତି। ଏଭଳି ସମସ୍ୟା ଦେଖାଦେଲେ ତୁରନ୍ତ ମୁଣ୍ଡବିନ୍ଧା ଆରମ୍ଭ ହୋଇଯାଏ। ଯଦି ସେଥିରୁ ଉପଶମ ନ ମିଳେ ଏବଂ ତାହା ବଢ଼ି ବଢ଼ି ଚାଲେ ତେବେ ତାହାକୁ ବ୍ରେନ୍‌ ଷ୍ଟ୍ରୋକ୍‌ର ଲକ୍ଷଣ ଭାବରେ ନିଆଯାଇଥାଏ। ତେବେ ଉପରୋକ୍ତ ଲକ୍ଷଣ ଜାଣିବା ମାତ୍ରେ ତୁରନ୍ତ ନିକଟସ୍ଥ ହସ୍‌ପିଟାଲକୁ ଯାଇ ଡାକ୍ତରଙ୍କ ସହ ପରାମର୍ଶ କରିବାକୁ ଭୁଲନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୯ ବଲ୍‌ରେ ହରାଇଲା ୫ ଉଇକେଟ୍‌…ଟିମ୍‌ଇଣ୍ଡିଆ ନାଁରେ ଅଲୋଡା ରେକର୍ଡ

ଚଣ୍ଡିଗଡ଼,୧୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବୀନ୍ଦ୍ର...

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌...

ପାଠ ନପଢି ୩ବର୍ଷ ହେଲା କରୁଥିଲେ ହୃଦରୋଗ ଚିକିତ୍ସା, ପୋଲ୍ ଖୋଲିବା ପରେ ନକଲି ଡାକ୍ତର ଫେରାର

ନୂଆଦିଲ୍ଲୀ,୧୨।୧୨: ବର୍ତ୍ତମାନ ସାରା ଦେଶରେ ନକଲି ଡାକ୍ତରଙ୍କ ସଂଖ୍ୟା ବଢିବାରେ ଲାଗିଛି । ପାଠ ନପଢି ଡାକ୍ତର ହେବା ସହିତ ହସ୍ପିଟାଲରେ ରୋଗୀ ଚିକିତ୍ସା କରୁଛନ୍ତି...

ହଜିବ ପାକିସ୍ତାନର ନିଦ, ଭାରତକୁ ମିଳିବ R-37M ମିଶାଇଲ, ବ୍ରହ୍ମୋସଠାରୁ ବି ଶକ୍ତିଶାଳି

ନୂଆଦିଲ୍ଲୀ,୧୨।୧୨: ଭାରତର ବାୟୁ ଶକ୍ତିକୁ ଏକ ନୂଆ ଶକ୍ତି ମିଳିବାକୁ ଯାଉଛି। ଭାରତୀୟ ବାୟୁସେନା ଏବଂ ରୁଷିଆ ମଧ୍ୟରେ R-37M ଅଲ୍ଟ୍ରା-ଲମ୍ବା-ରେଞ୍ଜ ଏୟାର-ଟୁ-ଏୟାର ମିସାଇଲ ପାଇଁ...

ଲଜ୍ଜାଜନକ ରେକର୍ଡ କଲେ ଅର୍ଶଦୀପ ସିଂ: କୌଣସି ବୋଲର୍‌…

ଚଣ୍ଡିଗଡ଼,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବିନ୍ଦ୍ର...

ଗୌତମ ଗମ୍ଭୀରଙ୍କ ନିଷ୍ପତ୍ତି ଭାରତକୁ ଦ୍ୱିତୀୟ ଟି-୨୦ ମ୍ୟାଚ ପାଇଁ କ୍ଷତି ପହଞ୍ଚାଇଲା? ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୨।୧୨: ଡିସେମ୍ବର ୧୧ ତାରିଖ ରାତିରେ ମୁଲାନପୁରର ମହାରାଜା ଯାଦବିନ୍ଦ୍ର ଆନ୍ତର୍ଜାତୀୟ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯାଇଥିଲା।...

ଆକାଶରୁ ସିଧା କାର ଉପରେ ଖସିଲା ବିମାନ, ଭାଇରାଲ ହେଲା ଭୟଙ୍କ ଭିଡ଼ିଓ

ଫ୍ଲୋରିଡା,୧୨।୧୨: ଏକ ବିମାନ ଆକାଶରୁ ଖସି ସିଧା ଏକ ଚଳନ୍ତା କାର ଉପରେ ପଡ଼ିଲା। ଆମେରିକାର ଫ୍ଲୋରିଡାରେ ଏକ ଭୟଙ୍କର ଘଟଣା ଘଟିଛି। ବିମାନଟି କାର...

Rajinikanth 75th Birthday: ୭୫ ବର୍ଷରେ ବି ରଜନୀକାନ୍ତଙ୍କ କ୍ରେଜ ଜାରି, ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୨।୧୨:ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ । ସାଉଥ ସୁପରଷ୍ଟାର ରଜନୀକାନ୍ତ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଆସୁଛନ୍ତି । ସାରା ବିଶ୍ବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri