ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ

ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ ମନ୍ତ୍ରୀ ରାମ ଜେଠମାଲାନିଙ୍କ ପୁଅ ମହେଶଙ୍କୁ ରାଜ୍ୟସଭା ସଦସ୍ୟ ଭାବେ ମନୋନୀତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଜ୍ୟସଭାର ଏମ୍‌ପି ଥିବା ପଦ୍ମବିଭୂଷଣ ପ୍ରାପ୍ତ ଭାସ୍କର୍ଯ୍ୟ ଶିଳ୍ପୀ ଓଡ଼ିଶାର ରଘୁନାଥ ମହାପାତ୍ରଙ୍କ ନିଧନ ପରେ ଉକ୍ତ ଆସନ ଖାଲି ପଡ଼ିଥିଲା। ରାଜ୍ୟସଭା ସାଂସଦ ଭାବେ ମହେଶ ଜେଠମାଲାନିଙ୍କ କାର୍ଯ୍ୟକାଳ ୨୦୨୪ ମେ’ରେ ଶେଷ ହେବ।

ଉଲ୍ଲେଖଯୋଗ୍ୟ, ମହାରାଷ୍ଟ୍ର ସରକାରଙ୍କ ବିରୋଧରେ ମହେଶ ଜେଠମାଲାନି ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମ ବୀର ସିଂ ଓ ପୂର୍ବତନ ଏସ୍‌ଆଇଡି କମିଶନର ରଶ୍ମୀ ଶୁକ୍ଲାଙ୍କ ପାଇଁ ମାମଲା ଲଢ଼ୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଓଡ଼ିଶା ଷ୍ଟାର୍ଟଅପ୍‌ ପୁରସ୍କୃତ

ଭୁବନେଶ୍ୱର, ୪।୫ (ବନ୍ଦନା ସେଠୀ): ଆମେରିକାର ବୋଷ୍ଟନ ନର୍ଥ ଇଷ୍ଟର୍ନ ୟୁନିଭର୍ସିଟିଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଷ୍ଟାର୍ଟଅପ୍‌ ପ୍ରଦର୍ଶନ ପ୍ରତିଯୋଗିତା ଓ ତତ୍‌ସମ୍ବନ୍ଧୀୟ ଅଭିଭାଷଣ କାର୍ଯ୍ୟକ୍ରମରେ ଓଡ଼ିଶା...

ଅସହ୍ୟ ନିର୍ଯାତନା: ହାଇଦ୍ରାବାଦରୁ ଲୁଚିଆସିଲେ ୪ ଶ୍ରମିକ

ଭବାନୀପାଟଣା/ଜୁନାଗଡ଼,୪ା୫ (ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଥମୁନି ଦାଦନ ଦୁଃଖ। ହାଇଦ୍ରାବାଦ କାମ କରିବାକୁ ଯାଇ ଜୁନାଗଡ ସହରର ୪ଜଣ ଶ୍ରମିକ...

କାର୍‌ରୁ ୨୬ ଲକ୍ଷ ଜବତ

ବଡ଼ବିଲ/ନୂଆପଡ଼ା,୪ା୫ (ଦେବପ୍ରିୟ ରଣା/ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଯାଞ୍ଚ ପ୍ରକ୍ରିୟା ଜାରି ରହିଛି। ଏହିକ୍ରମରେ ଶୁକ୍ରବାର...

ଆଜି ଆସୁଛନ୍ତି ଜୟଶଙ୍କର, ୫ରେ ଆସିବେ ନଡ୍ଡା

ଭୁବନେଶ୍ୱର, ୪ା୫(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଦଳର ଶକ୍ତି ବୃଦ୍ଧି ନିମନ୍ତେ ଭାଜପା କେନ୍ଦ୍ରୀୟ ନେତାମାନେ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି।...

ସୁଜାତା ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ, ଶାଳିନୀଙ୍କୁ ମିଶନ ଶକ୍ତି ଦାୟିତ୍ୱ

ଭୁବନେଶ୍ୱର,୪ା୫(ଅନିଲ ଦାସ): ୨୦୦୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ମିଶନ ଶକ୍ତି ସଚିବ ସୁଜାତା ଆର୍‌. କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ବଦଳି...

କଲରାପତରିଆ ବାଘ ଗଣନା ଆରମ୍ଭ

ଭୁବନେଶ୍ୱର,୪ା୫(ଅସମାପିକା ସାହୁ): ଚଳିତବର୍ଷରୁ ରାଜ୍ୟ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା ଆରମ୍ଭ କରିଛନ୍ତି। ଗତ ୧ ତାରିଖରୁ ଆରମ୍ଭ ହୋଇଥିବା ଏହି ଗଣନା କାର୍ଯ୍ୟ...

କଂଗ୍ରେସ ଗଡ଼ରେ ବିଗ୍‌ ଫାଇଟ୍‌

ରାଏବରେଲି/ନୂଆଦିଲ୍ଲୀ,୪ା୫, (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ସର୍ବପୁରାତନ ଦଳ କଂଗ୍ରେସ ଶୁକ୍ରବାର ସକାଳେ ସବୁ କଳ୍ପନାଜଳ୍ପନାର ଅବସାନ ଘଟାଇ ଦୁଇ ହାଇପ୍ରୋଫାଇଲ ଆସନରେ ଦଳୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କଲା।...

କଂଗ୍ରେସ ଜିତିଲେ ସମ୍ବିଧାନ ସୁରକ୍ଷିତ ରହିବ: ରାହୁଲ

ରାୟଗଡ଼ା,୪।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ କଂଗ୍ରେସ ସମାବେଶକୁ ଶୁକ୍ରବାର ଭର୍ଚୁଆଲ ମୋଡ୍‌ରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ଜନସଭାରେ ସେ କଂଗ୍ରେସର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri